Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼,ସୁରକ୍ଷା ବ୍ୟବସ୍ଥା କଡାକଡି

Posted on December 25, 2025

ବଡ଼ଦିନ ପାଇଁ ଶ୍ରୀମନ୍ଦିରରେ ଜମିଛି ପ୍ରବଳ ଭକ୍ତଙ୍କ ଭିଡ଼। ଶୃଙ୍ଖଳିତ ଦର୍ଶନ ଓ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରୀମନ୍ଦିର ସମେତ ସମୁଦ୍ରକୂଳ ଓ ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ଦାୟିତ୍ବରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ୨୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ସମୁଦ୍ରରେ ସ୍ନାନ କରୁଥିବା ପର୍ଯ୍ୟଟକ ଲାଇଫ ଗାର୍ଡଙ୍କ ପରାମର୍ଶ ନେଇ ସୁରକ୍ଷିତ ସ୍ନାନ କରିବା ନେଇ ପରାମର୍ଶ ଦେଇଛନ୍ତି ପୁରୀ ଏସପି ପ୍ରତୀକ ସିଂ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।
  • ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ
  • ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?
  • ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି
  • ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (462)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,492)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme