Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

Posted on December 26, 2025

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରି ସଦର ମହକୁମା ବ୍ଲକ ଜେଇ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ । ୪ଟି ସ୍ଥାନରେ ରେଡ୍ କରୁଛି ଟିମ୍ । ମାଲକାନଗିରି ଟାଉନରେ ଥିବା ୩ ମହଲା ଘରେ ଚାଲିଛି ଯାଞ୍ଚ ।

ଏହାସହ ନବରଙ୍ଗପୁର ଜିଲ୍ଲା ରାଇଘରରେ ଥିବା ସମ୍ପର୍କୀୟଙ୍କ ଘର ଓ ମାଲକାନଗିରି ବିଡିଓଙ୍କ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି । ଚଢ଼ାଉରେ ୪ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme