Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗୁଜରାଟରେ ଭୂକମ୍ପ ଅନୁଭୂତ, ତୀବ୍ରତା ୪.୪

Posted on December 26, 2025

ଆଜି ଗୁଜରାଟରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୪.୪ ରହିଛି । ଭୂକମ୍ପ ପ୍ରାୟ ଭୋର ୪ ଟା ୩୦ମିନିଟ୍ ସମୟରେ ଅନୁଭୂତ ହୋଇଥିବା ଜଣାପଡିଛି । ଯାହାଦ୍ବାରା ଭୟରେ ଲୋକମାନେ ଘରୁ ବାହାରକୁ ବାହାରି ଯାଇଥିଲେ ।

ସୂଚନାନୁଯାୟୀ, ଗୁଜରାଟର କଚ୍ଛରେ ଘଟିଥିବା ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାର ଥିଲା ବୋଲି NCS ପକ୍ଷରୁ ସୂଚନା ମିଳିଛି । ଏହାର କେନ୍ଦ୍ରସ୍ଥଳ ୨୩.୬୫ ଉତ୍ତର,ଦ୍ରାଘିମା ୭୦.୨୩ ପୂର୍ବରେ ଅବସ୍ଥିତ । କିନ୍ତୁ କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର କୌଣସି ରିପୋର୍ଟ ନାହିଁ ।

ଏହା ପୂର୍ବରୁ ଡିସେମ୍ବର ୧୩ ତାରିଖରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୩.୯ ଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme