Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗାଡି ଧକ୍କାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

Posted on December 26, 2025

ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଖଣ୍ଡରାବଳି ମସାଣି ବନ୍ଧ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଜଣେ ମୃତ। ମୃତ ବ୍ୟକ୍ତି ଜଣକ ଅମର ବିଷୋୟୀ ବୋଲି ଜଣାପଡିଛି। ସେପଟେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି ।

ସୂଚନା ମୁତାବକ, ଖଣ୍ଡରବଳି ଗ୍ରାମର ହରି ବିଷୋୟୀଙ୍କ ପୁଅ ଅମର ବିଷୋୟୀ ରାସ୍ତା ପାର କରିବା ସମୟରେ ଏକ ଗାଡି ଧକା ଦେଇ ଚାଲିଯାଇଥିଲା।ଦୁର୍ଘଟଣା ସ୍ଥଳରେ ହିଁ ଅମରଙ୍କ ମୃତ୍ୟୁ ହୋଇଛି। ଏନେଇ ଗ୍ରାମବାସୀ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। ଗାଙ୍ଗପୁର ପୁଲିସ ପହଞ୍ଚି ରାସ୍ତାରୋକ ହଟାଇବା ପାଇଁ ଆଲୋଚନା କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବାକୁ ପ୍ରୟାସ କରିଛନ୍ତି । ସେପଟେ ରାସ୍ତାରୋକ ଫଳରେ ଆସିକା -ଭଞ୍ଜନଗର ରାସ୍ତା ଦେଇ ଯାଉଥିବା ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme