Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୂର୍ଯ୍ୟମନ୍ଦିରରେ ପର୍ଯ୍ୟଟକଙ୍କ ଭିଡ଼

Posted on December 26, 2025

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ରରେ ପର୍ଯ୍ୟଟକଙ୍କ ଭିଡ। ସକାଳୁ ଦୂରଦୂରାନ୍ତରୁ ଆସିଥିବା ପର୍ଯ୍ୟଟକମାନେ ସୂର୍ଯ୍ୟମନ୍ଦିର ବୁଲିବା ସହିତ ନବଗ୍ରହରେ ପୂଜାର୍ଚ୍ଚନା କରିଛନ୍ତି। ପ୍ରବେଶ ଟିକେଟ ପାଇଁ ପର୍ଯ୍ୟଟକମାନେ କାଉଣ୍ଟର ସମ୍ମୁଖରେ ଦୀର୍ଘ ସମୟ ଧରି ଲମ୍ବା ଲାଇନରେ ଅପେକ୍ଷା କରି ରହିଥିଲେ। ଟିମେଡ଼ିକାଲ ଛକରୁ ନବଗ୍ରହ ପର୍ଯ୍ୟନ୍ତ ଉଠା ବ୍ୟବସାୟୀମାନେ ରାସ୍ତା ଉପରେ ଜବରଦଖଲ କରି ବ୍ୟବସାୟ କରୁଥିବାରୁ ଯାତୟାତରେ ପର୍ଯ୍ୟଟକମାନେ ଅସୁବିଧାରେ ସମ୍ମୁଖିନ ହୋଇଛନ୍ତି। ସେହିପରି ରାସ୍ତା ପାର୍ଶ୍ବରେ କେତେକ ଅସାଧୁ ବ୍ୟବସାୟୀମାନେ ଲୋଭନୀୟ ଜରି ପ୍ୟାକେଟ ଭିତରେ ପୋକରା କାଜୁ ରଖି ଚଢାଦରରେ ପର୍ଯ୍ୟଟକଙ୍କୁ ବିକ୍ରି କରୁଥିବାର ଜଣାପଡ଼ିଛି। ଫଳରେ କୋଣାର୍କ ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକମାନେ ଠକାମିର ଶିକାର ହେଉଛନ୍ତି। ଯାନବାହାନ ରାସ୍ତାରେ ପାର୍କିଂ କରିବା ଫଳରେ ରିଙ୍ଗରୋଡରୁ ଆଇବି ଛକ ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଦେଖାଦେଇଥିବା ସୂଚନା ମିଳିଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme