Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୧ରେ ଓଏସ୍‌ଏସ୍‌ଟିଇଟି ପରୀକ୍ଷା, ଗୋଟିଏ ସିଟିଂରେ ହେବ ପେପର-୧ ଓ ୨ ପରୀକ୍ଷା

Posted on December 27, 2025

ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଆସନ୍ତା ୨୦୨୬ ଜାନୁଆରୀ ମାସ ୨୧ ତାରିଖରେ ଅନୁଷ୍ଠିତ ହେବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପରୀକ୍ଷା ଉକ୍ତ ଦିନ ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ସାଢ଼େ ୧୨ଟା ପର୍ଯ୍ୟନ୍ତ ଚାଲିବ ।

ପରୀକ୍ଷାର ପେପର୍-୧ ଓ ପେପର-୨ ଗୋଟିଏ ସିଟିଂରେ ଶେଷ ହେବ । ଏହି ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀମାନେ ନିଜର ଆଡ୍‌ମିଟ୍ କାର୍ଡ ୱେବସାଇଟ୍‌ରୁ  ଡାଉନ୍‌ଲୋଡ୍ କରିପାରିବେ । ଏହା ଆସନ୍ତା ଜାନୁଆରୀ ମାସ ୧୦ ତାରିଖରୁ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ । ପରୀକ୍ଷା ପଞ୍ଜୀକରଣ ସମୟରେ ଦେଇଥିବା ଆବଶ୍ୟକୀୟ ତଥ୍ୟ ପ୍ରଦାନ କରି ପରୀକ୍ଷାର୍ଥୀ ନିଜର ଆଡ୍‌ମିଟ୍ କାର୍ଡ ଡାଉନ୍‌ଲୋଡ୍ କରି ପରୀକ୍ଷାରେ ବସିପାରିବେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme