Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର, ମହାପ୍ରଭୁଙ୍କୁ କଲେ ଦର୍ଶନ

Posted on December 27, 2025

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ତାଙ୍କ ସହିତ ଅଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। CEC ଜ୍ଞାନେଶ କୁମାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme