Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

Posted on December 27, 2025

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି କ୍ଷତି ନ ସହିବ ସେନେଇ ମଧ୍ୟ ଆଲୋଚନା ହୋଇଛି। ୧୪୨୨ଟି ବସ୍‌ ଯୋଗେ ସ୍କୁଲ ପିଲାଙ୍କୁ ମାଗଣା ସେବା ଯୋଗାଇ ଦିଆଯିବ। କେଉଁ ରୁଟ୍‌ରେ କେତେ ବସ୍‌ ଚାଲିବ ତାହା OSRTC ସ୍ଥିର କରିବ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ଏଣିକି ଅନ୍‌ଲାଇନ୍‌ ସହ ଅଫ୍‌ଲାଇନ୍‌ରେ ବି ଇ-ଚାଲାଣ ପୈଠ କରିହେବ। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ ଦିଆଯାଇଛି। ମୋବାଇଲ ନଂ ଅପଡେଟ୍ ନ ଥିବାରୁ OTP ପାଉ ନଥିବା ବ୍ୟକ୍ତିଙ୍କୁ ହେବ ସହାୟକ -ଦୁର୍ବଳ ଇଣ୍ଟରନେଟ ଅଞ୍ଚଳର ଲୋକଙ୍କୁ ମଧ୍ୟ ଏହା ସହାୟକ ହେବ ବୋଲି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme