Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ, ପୋଲିସର ତଦନ୍ତ ଆରମ୍ଭ

Posted on December 28, 2025

ବନ ବିଭାଗ କର୍ମଚାରୀଙ୍କୁ କାଠ ମାଫିଆଙ୍କ ଆକ୍ରମଣ ।  ଛଡ଼ାଇ ନେଲେ କାଠ ।  ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ବେଇଆନ କାଠ ମାଫିଆଙ୍କ ଦୌରାତ୍ମ୍ୟ ।  କାଠ ଚୋରା ଚାଲାଣ ବେଳେ ଧରିଲା ନୀଳଗିରି ବନବିଭାଗ ।  ତେବେ ବନ କର୍ମଚାରୀଙ୍କୁ ଆକ୍ରମଣ କରି ଜବତ କାଠକୁ ଛଡ଼ାଇ ନେଇଥିଲେ ମାଫିଆ ।  ଗାଡ଼ିକୁ ମଧ୍ୟ ଛଡ଼ାଇ ନେଇଥିଲେ ।

କାଠ ମାଫିଆଙ୍କ ଆକ୍ରମଣରେ ବନ କର୍ମଚାରୀଙ୍କ ଗାଡ଼ି ଭାଙ୍ଗି ଯାଇଛି ।  ନୀଳଗିରି ବ୍ଲକ ଶିମିଳିହୁଡା ଅଞ୍ଚଳରେ ମୂଲ୍ୟବାନ ଶାଗୁଆନ ଗଛ କାଟି ବାହାରକୁ ଚାଲାଣ କରିବା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ରେଡ୍ କରିଥିଲା ନୀଳଗିରି ବନବିଭାଗ । ଶାଗୁଆନ ସହ ପିଅଶାଳ କାଠ ମଧ୍ୟ ବୋଝେଇ ହୋଇଥିଲା ।

ଗାଡିକୁ ଜବତ ବେଳେ ସଂଘବଦ୍ଧ ହୋଇ ଆକ୍ରମଣ କରିଥିଲେ ମାଫିଆ ।  ଆକ୍ରମଣକରେ ସଜନାଗଡ଼ ଫରେଷ୍ଟଗାର୍ଡ ବୁଦ୍ଧିରାମ ହାଁସଦା ଆହତ ହୋଇଛନ୍ତି ।  କାଠ ମାଫିଆ ଆକ୍ରମଣ ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme