Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାଇୱା ଧକ୍କାରେ ବାଇକ୍ ଆରୋହୀ ମୃତ

Posted on December 29, 2025

ବାଇକ୍ ଅରୋହୀଙ୍କୁ ଧକ୍କା ଦେଲା ହାଇୱା। ବାଇକ୍ ଅରୋହୀ ମୃତ। ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଏକତାଳ ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ପୁରୁଣାକଟକ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ଜଣକ ହେଲେ ବାହାଲି ଗାଁର ସୁନୀଲ ପାତ୍ର। 

ସୂଚନା ମୁତାବକ, ସୋମବାର ସକାଳେ ପୁରୁଣାକଟକ ଥାନା ବାହାଲି ଗ୍ରାମର ସୁନୀଲ ପାତ୍ର ଗାଁରୁ ଚାରିଛକ ଆସୁଥିଲେ। ଏତିକି ବେଳେ ଏକତାଳ ଛକ ନିକଟରେ ଏକ ହାଇୱା ତାଙ୍କ ବାଇକ୍ କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପୁରୁଣାକଟକ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme