Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

SI ପରୀକ୍ଷା ସ୍କାମ୍: ଚାର୍ଜସିଟ୍ ଦାଖଲ କଲା CBI

Posted on December 29, 2025

ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ସେହିପରି ୭ ଅଭିଯୁକ୍ତଙ୍କୁ CBI ଗିରଫ କରି କୋର୍ଟ ଚାଲାଣ କରିଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme