Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ କେତେ ରହିଛି ସୁନା ଦର…

Posted on December 29, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୧,୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୯,୯୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୭୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୯,୯୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୧,୭୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୯,୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୧,୮୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୦,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୨,୦୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୧,୭୧୦ ଓ ୧,୨୯,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୮,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme