Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କୋଣାର୍କରେ ଆଜି ମାଗଣା ପ୍ରବେଶ, ଶାମ୍ବ ଦଶମୀ ପାଇଁ ଏଣ୍ଟ୍ରି ଫି ଛାଡ଼

Posted on December 30, 2025

ବିଶ୍ଵ ପ୍ରସିଦ୍ଧ କୋଣାର୍କ ମନ୍ଦିରରେ ଆଜି ମାଗଣା ପ୍ରବେଶ। ପବିତ୍ର ଶାମ୍ବଦଶମୀ ଅବସରରେ ସୂର୍ଯ୍ୟ ମନ୍ଦିରରେ ପ୍ରବେଶ ଶୁକ୍ଳ ଛାଡ଼ କରାଯାଇଛି। ଗୋଟିଏ ଦିନ ପାଇଁ ପର୍ଯ୍ୟଟକଙ୍କୁ ଏଣ୍ଟ୍ରି ଫି ଛାଡ଼ କରାଯାଇଛି। ଫଳରେ ଆଜି କୋଣାର୍କ ପ୍ରବଳ ଭିଡ଼ ଜମିବ ବୋଲି ଆଶା କରାଯାଉଛି।

ସକଳ ଶକ୍ତିର ଆଧାର ସୂର୍ଯ୍ୟ। ତାଙ୍କ ଉପାସନା କ୍ଷେତ୍ର ରୂପେ ଅର୍କକ୍ଷେତ୍ର କୋଣାର୍କ ସର୍ବଜନବିଦିତ। ପୌଷ ଶୁକ୍ଲ ଦଶମୀ ତିଥି ଶାମ୍ବ ଦଶମୀର ସ୍ବତନ୍ତ୍ରତା ରହିଛି। ପବିତ୍ର ଶାମ୍ବଦଶମୀ ଅବସରର ମଙ୍ଗଳବାର କୋଣାର୍କ ମନ୍ଦିରରେ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି। ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ଯୋଗୁଁ ଭିଡ଼ ରହିବ। ଦୀର୍ଘ ୨୯ବର୍ଷ ହେଲା କୋଣାର୍କ ସୁରକ୍ଷା ସମିତି ପ୍ରତି ଶନିବାର ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ପାଇଁ ଦାବି କରିଆସୁଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme