Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଢ଼ିଲା ବିପଦ, ମାଡ଼ି ଆସୁଛି ଲଘୁଚାପ

Posted on January 6, 2026

ମାଡ଼ି ଆସୁଛି ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ପୂର୍ବ ବଙ୍ଗୋପସାଗର ଭାରତ ମହାସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ତେଣୁ କେତେ ଘନୀଭୂତ ହେବ ତୀବ୍ରତା କିଭଳି ରହିବ, ଗତିପଥ ଏବେଠାରୁ ଆକଳନ କରିବା ସମ୍ଭବପର ନୁହେଁ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme