Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସାମାନ୍ୟ ବଚସାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ଯୁବକଙ୍କ ବେକ କାଟି ହତ୍ୟା

Posted on January 9, 2026

ପୁରୀ ସମୁଦ୍ରକୂଳରେ ଯୁବକଙ୍କୁ ହତ୍ୟା। ସ୍ୱର୍ଗଦ୍ୱାର ନିକଟ ଚୈତନ୍ୟ ଛକରେ ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ମୃତକ ଯୁବକ ଜଣକ ଭଦ୍ରକ ବନ୍ତ ଥାନା ଅଞ୍ଚଳର ରଞ୍ଜନ କୁମାର ଦାସ ବୋଲି ଜଣାପଡିଛି। ଛୁରୀରେ ଯୁବକଙ୍କ ବେକ କାଟି ହତ୍ୟା କରାଯାଇଥିବା ସୂଚନା ମିଳିଛି।

ରଞ୍ଜନଙ୍କୁ ବଞ୍ଚେଇବା ପାଇଁ ଉଦ୍ୟମ କରୁଥିବା ଅନ୍ୟ ଜଣେ ଯୁବକ ମଧ୍ୟ ଆହତ ହୋଇଛନ୍ତି। ଆହତ ଯୁବକ ମାନସ ରଞ୍ଜନ ନାୟକ। ସୂଚନା ମୁତାବକ, ସମ୍ପର୍କୀୟଙ୍କ ଶେଷକୃତ୍ୟ ପାଇଁ ପୁରୀ ସ୍ବର୍ଗଦ୍ବାର ଆସିଥିଲେ ରଞ୍ଜନ ଓ ମାନସ। ସ୍ଵର୍ଗଦ୍ଵାରରେ ବାହାରେ କିଛି ଯୁବକଙ୍କ ସହିତ ବଚସାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ସମୁଦ୍ରକୂଳ ଥାନା ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme