Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବସ୍ ଧକ୍କାରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ପ୍ରତିବାଦ

Posted on January 11, 2026

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର ଗୋକର୍ଣପୁର ଗ୍ରାମରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ଘରୋଇ ବସ୍ ଧକ୍କାରେ ଯୁବକ ମୃତ । ମୃତ ଯୁବକ ହେଉଛନ୍ତି ବାଜପଲ୍ଲି ଗ୍ରାମର ଡି.ରଇତ ଦୋରା । 

ସୂଚନା ମୁତାବକ,  ରଇତ ନିଜ ବାଇକ୍ ଯୋଗେ ପରିବା ଆଣିବାକୁ ମାର୍କେଟ ଯାଉଥିଲା । ସେହି ସମୟରେ ଦୃତଗତିରେ ବୀଣାପାଣି ନାମକ ଏକ ଘରେୋଇ ବସ୍ ପଛପଟୁ ଆସି ଧକ୍କା ଦେଇଥିଲା । ଫଳରେ ଘଟଣସ୍ଥଳରେ ହିଁ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ତେବେ ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ବସକୁ ଅଟକାଇ ହୋହାଲ୍ଲା କରିଛନ୍ତି । ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଥିବା ବେଳେ ଦିଗପହଣ୍ଡି ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି। ସେପଟ ରଇତଙ୍କ ଦୁର୍ଘଟଣାରେ ମୃତ୍ୟୁକୁ ନେଇ ପରିବାର ଲୋକେ ଓ ଗ୍ରାମବାସୀ କ୍ଷତିପୂରଣ ଦାବିରେ  ମୃତଦେହକୁ ରାସ୍ତାରେ ରଖି ପ୍ରତିବାଦ କରିଛନ୍ତି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme