Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କେନାଲରେ ଓଲଟିପଡ଼ିଲା କାର୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

Posted on January 12, 2026

ଘନ କୁହୁଡିରେ ଭାରସାମ୍ୟ ହରାଇ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ସିଧା ରାସ୍ତାରୁ କେନାଲରେ ପଡ଼ି ଓଲଟି ପଡିଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର । କଟକ ଜିଲ୍ଲା ସାଲେପୁର ଲେଖନପୁର ବାଜରା ନିକଟ ପଟ୍ଟାମୁଣ୍ଡାଇ କେନାଲରେ ଦୁର୍ଘଟଣା ଦେଖିବାକୁ ମିଳିଛି । ଡ୍ରାଇଭରଙ୍କୁ ସ୍ଥାନୀୟ ଲୋକେ ସୁରକ୍ଷିତ ଉଦ୍ଧାର କରିଛନ୍ତି ।

ରବିବାର ବିଳମ୍ବିତ ରାତିରେ ଘନ କୁହୁଡିରେ ଭାରସାମ୍ୟ ହରାଇ କାର୍‌ଟି କେନାଲକୁ ଖସି ପଡିଥିଲା । ଡ଼୍ରାଇଭରକୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି ସ୍ଥନୀୟ ଲୋକେ । ସୂଚନାମୁତାବକ ବିଳମ୍ବିତ ରାତିରେ ଲଳିତଗିରିରୁ ଭୁବନେଶ୍ୱର ଯାଉଥିବା ସମୟରେ ଲେଖନପୁର ବାଜରା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘନ କୁହୁଡିରେ ଭାରସାମ୍ୟ ହରାଇ ପଟ୍ଟାମୁଣ୍ଡାଇ କେନାଲ ଭିତରକୁ କାର୍‌ଟି  ଖସି ପଡିଛି । ଖବର ପାଇ ଜପକୁଦ ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ନେଇ ସୂଚନା ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme