Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଓଡ଼ିଶା ଗାଇଲା ‘ବନ୍ଦେ ମାତରମ୍’, ‘ବନ୍ଦେ ମାତରମ୍’ର  ୧୫୦ ତମ ଶତବାର୍ଷିକୀ ପାଳିତ

Posted on January 12, 2026

ଓଡ଼ିଶା ଗାଇଲା ‘ବନ୍ଦେ ମାତରମ୍’ । ‘ବନ୍ଦେ ମାତରମ୍’ର ସଙ୍ଗୀତର ୧୫୦ ତମ ଶତବାର୍ଷିକୀ ପାଳିତ। ସମସ୍ତ ଶିକ୍ଷାନୁଷ୍ଠାନରେ ସାମୁହିକ ଗାୟନ ହେଲା ବନ୍ଦେ ମାତରମ୍। ଦିନ ୧୧ଟା ବେଳେ ଏକାଠି ଗାଇଲା ସାରା ରାଜ୍ୟ।  ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କରାଯାଇଛି। ଛାତ୍ରଛାତ୍ରୀ ଏକାଠି ହୋଇ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଛନ୍ତି। ସେହିଭଳି ସମସ୍ତ ସ୍କୁଲରେ ଜାତୀୟ ଯୁବ ଦିବସ ପାଳନ କରାଯାଇଛି।

ପୂର୍ବରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ, ଗଣଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗକୁ ଚିଠି କରିଥିଲା । ଜୟପୁର, ବ୍ରହ୍ମପୁର, ବାଲେଶ୍ୱର ଓ ଭୁବନେଶ୍ୱର ମଣ୍ଡଳରେ ବିଭକ୍ତ କରାଯାଇ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme