Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 

Posted on January 13, 2026

ଶିଶୁକନ୍ୟାକୁ ବିକିଦେଲେ ବାପା-ମା’, ଥାନାରେ ଜେଜେମାଆଙ୍କ ଏତଲା

ପୁଣି ଅଲୋଡ଼ା ଶିଶୁକନ୍ୟା। ଭଦ୍ରକ ଥାନା ବୟାବନାପୁର ଅଞ୍ଚଳରେ ଚାଞ୍ଚଲ୍ୟ। ମାସକର ଛୁଆକୁ ୨୦ ହଜାର ଟଙ୍କାରେ ବିକି ଦେଲେ ଜନ୍ମକଲା ବାପା-ମାଆ। ଭଣ୍ଡାରିପୋଖରୀ ଥାନାରେ ଜେଜେମାଆଙ୍କ ଏତଲା। ତନାଘନା କରୁଛି ପୁଲିସ, ୩ ଅଟକ।

ସୂଚନାନୁଯାୟୀ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧୀନ ବୟାବନାପୁର ଗାଁରେ ଏକ ମାସକର ଶିଶୁକନ୍ୟାକୁ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଶିଶୁକନ୍ୟାର ଜେଜେମାଆ ଭଣ୍ଡାରୀପୋଖରୀ ଥାନାରେ ଏତଲା ଦେଇଛନ୍ତି। ପୁଅ-ବୋହୂ ମିଶି ନାତୁଣୀକୁ ୨୦ ହଜାର ଟଙ୍କାରେ ବିକି ଦେଇଥିବା ବୃଦ୍ଧା ମହିଳା ଜଣଙ୍କ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାରେ ସମ୍ପୃକ୍ତ ଆଈ ଓ ଅଭିଯୁକ୍ତ ବାପା-ମାଆଙ୍କୁ ଉଠାଇ ଆଣିଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme