Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି , ମଙ୍ଗଳ ଆଳତି ପରେ ଚାଲିଛି ଧାଡ଼ି ଦର୍ଶନ

Posted on January 15, 2026

ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି । ମଙ୍ଗଳ ଆଳତି ପରେ ଚାଲିଛି ଧାଡ଼ି ଦର୍ଶନ । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି । ମଙ୍ଗଳବାର ରାତିରୁ ଉପବାସରେ ଥିଲେ ମହାଦେବ । ଗତକାଲି ମକର ସଂକ୍ରାନ୍ତି ନୀତି ବି ହୋଇପାରିନଥିଲା । ତେବେ ଦୁଇ ଦିନ ପରେ ଆଜି ନୀତିକାନ୍ତି ସ୍ବାଭାବିକ ହୋଇଛି । କ୍ଷୀର ଆଉଟା ନୀତିକୁ ନେଇ ବଡୁ ଓ ବ୍ରାହ୍ଣଣ ନିଯୋଗ ମଧ୍ୟରେ ବିବାଦ ଯୋଗୁଁ ବନ୍ଦ ବନ୍ଦ ଥିଲା ନୀତିକାନ୍ତି ।

ଗତବର୍ଷ ମକର ସଂକ୍ରାନ୍ତିରେ ଏହି ବିବାଦ ଉଠିଥିବାବେଳେ ୩ଦିନ ମନ୍ଦିରରେ ନୀତି ବନ୍ଦ ରହିଥିଲା । ଏହାକୁ ନେଇ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲା ବଡ଼ୁ ନିଯୋଗ । ଦେବୋତ୍ତର ବିଭାଗକୁ ଏହି ବିବାଦର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ଏଯାଏଁ ଏହାର ସମାଧାନ ହୋଇପାରିଲା ନାହିଁ । ବାରମ୍ବାର ଲିଙ୍ଗରାଜ ଉପବାସରେ ରହୁଥିବାରୁ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme