Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାସ୍ତା କଡରେ ମଣିଷ ଖପୁରୀ, କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ

Posted on January 17, 2026

ତାଳଚେର ଘଣ୍ଟପଡା ଗାଁ ନିକଟ ପବିତ୍ରମୋହନ ସରକାରୀ ଚିକିତ୍ସାଳୟ ପାଖ ଦେଇ ଯାଇଥିବା ମୁଖ୍ୟ ରାସ୍ତା କଡରେ ଏକ ମଣିଷ ଖପୁରୀ ପଡିଥିବା ଅଞ୍ଚଳବାସୀ ଦେଖିବାକୁ ପାଇଥିଲେ । ତେବେ ଖପୁରୀଟି କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ କୋଲିୟାରୀ ପୋଲିସ ଘଟଣା ସ୍ଥଳରେ ପଂହଁଚି ଅଧିକ ତଦନ୍ତ ଜାରି ରଖିଛି ।ସୂଚନା ଅନୁସାରେ ଏହା ମଣିଷ ଖପୁରୀଟି ଏକ ମାସରୁ ଉର୍ଦ୍ଧ୍ଵ ଦିନର ହୋଇଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି । ପାଖରେ ମଶାଣି ରହିଥିବାରୁ କୌଣସି ମୃତ ଦେହକୁ ପୋତା ଯାଇଥିବାବେଳେ କୌଣସି ବନ୍ୟଜନ୍ତୁ ଏହାକୁ ଟାଣି ଆଣି ରାସ୍ତା କଡରେ ପକାଇ ଦେଇଥିବା ଅନୁମାନ କରାଯାଉଛି । ତେବେ ପରେ ସାଇଣ୍ଟିଫିକ ଟିମ ଆସି ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣା ପଡିବ ବୋଲି ସୂଚନା ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme