Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୋନମ ଓ୍ବାଙ୍ଗଚୁକଙ୍କ ମୁକ୍ତି ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟଙ୍କ ଶୁଣାଣି।

Posted on October 6, 2025

ଲଦାଖକୁ ରାଜ୍ୟମାନ୍ୟତା ଦେବା ଦାବି ସମ୍ପର୍କରେ ଆଜି ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ହେବ। ବିଶିଷ୍ଟ ଜଳବାୟୁ କର୍ମୀ ସୋନମ ଓ୍ବାଙ୍ଗଚୁକଙ୍କ ମୁକ୍ତି ପ୍ରସଙ୍ଗରେ ତାଙ୍କର ପତ୍ନୀ ଗୀତାଞ୍ଜଳି ଅଙ୍ଗମୋ ହେବିୟସ କର୍ପସ ଦାୟର କରିଛନ୍ତି।

ସୋନମ ବର୍ତ୍ତମାନ ଯୋଧପୁର ସେଣ୍ଟ୍ରାଲ ଜେଲରେ ବନ୍ଦୀ ଅଛନ୍ତି। ମାମଲାର ଶୁଣାଣି ଜଷ୍ଟିସ ଅରବିନ୍ଦ କୁମାର ଓ ଏନ.ଭି. ଆଞ୍ଜାରିଆଙ୍କ ନେତୃତ୍ୱରେ ହେବ। ମାମଲାରେ ଲଦାଖକୁ ରାଜ୍ୟମାନ୍ୟତା ଦେବା ଓ ସମ୍ବିଧାନର ଷଷ୍ଠ ଧାରାରେ ଅନ୍ତର୍ଭୁକ୍ତ କରିବା ଦାବି ରହିଛି।

ସମ୍ଭାବନା ରହିଛି, ଲେହ ସର୍ବୋଚ୍ଚ କମିଟି (LAC) ବା ଏଲଏବି, କେନ୍ଦ୍ର ସରକାର ଓ ଲଦାଖ ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ପୂର୍ବରୁ ଲଦାଖ ଜାମ୍ମୁ ଓ କାଶ୍ମୀର ରାଜ୍ୟର ଅଂଶ ଥିଲା, କିନ୍ତୁ ୨୦୧୯ ଅଗଷ୍ଟ ୫ ରେ ଧାରା ୩୭୦ ଉଚ୍ଛେଦ ପରେ କେନ୍ଦ୍ରଶାସିତ ଅଞ୍ଚଳ ହୋଇଥିଲା

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme