Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କମିବ ଶୀତ,କଲବଲ କରିବ କୁହୁଡ଼ି

Posted on January 18, 2026

ଆଜି ରାତିରୁ ଶୀତ କମିବ । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ । ଏଥିପାଇଁ ପାରଦ ଉପରମୁହାଁ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରବିବାର ରାତିରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୦-୧୧ ଡିଗ୍ରୀରୁ ଉପରେ ରହିପାରେ । ପୁରୀ, ଗୋପାଳପୁର, ଭଦ୍ରକରେ ୧୩ରୁ ୧୪ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାରଠାରୁ ବୁଧବାର(୨୧ ତାରଖ ଯାଏ) ପୂରା ଓଡ଼ିଶାରେ ପାରଦ ଉପରମୁହାଁ ହେବ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଜି. ଉଦୟଗିରିରେ ସବୁଠୁ ଥଣ୍ଡା ସ୍ଥାନ ପାଲଟିଥିଲା । ଲୋକେ ପ୍ରଚଣ୍ଡ ଶୀତରେ ଥରିଥିଲେ । ଏଠାରେ ରାତି ତାପମାତ୍ରା ୨.୫ ଡିଗ୍ରୀ ଥିଲା । ଫୁଲବାଣୀରେ ୫.୫, ରାଉରକେଲାରେ ୬.୬, ଝାରସୁଗୁଡ଼ାରେ ୬.୭, କିରେଇ ଓ ବଲାଙ୍ଗୀରରେ ୮.୨, ଅନୁଗୁଳରେ ୮.୬ ଡିଗ୍ରୀ ରେକର୍ଡ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ
  • ୨୫ରେ ମାଘ ସପ୍ତମୀ ବୁଡ଼: ଅର୍କକ୍ଷେତ୍ରକୁ ଛୁଟି ଆସିବେ ଶ୍ରଦ୍ଧାଳୁ, ଜଗିବେ ୩୪ ପ୍ଲାଟୁନ୍‌ ଫୋର୍ସ
  • ରାତି ୮ଟା ୩ ମିନିଟ୍, ୭ ସେକେଣ୍ଡରେ ଶ୍ମଶାନରେ ପରିଣତ ହେବ ଜନବସତି

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,516)
  • ସ୍ପେଶାଲ୍ ରିପୋର୍ଟ (266)
©2026 JBR Samachar | Design: Newspaperly WordPress Theme