Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘରେ ପଶି ମା’ ଓ ଦୁଇ ଝିଅଙ୍କୁ ଖଣ୍ଡାରେ ହାଣିଲା ଯୁବକ

Posted on January 18, 2026

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଚାଞ୍ଚଲ୍ୟ ଖେଳିଯାଇଛି । ଘରେ ପଶି ୩ ଜଣଙ୍କୁ ଅତର୍କିତ ଆକ୍ରମଣ କରିଛି ଜଣେ ଯୁବକ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘରେ ପଶି ମା’ ଓ ଦୁଇ ଝିଅଙ୍କୁ ଖଣ୍ଡାରେ ହାଣିଲା ଯୁବକ । ବି.ତୁରୁବୁଡ଼ି କାଣ୍ଡସ୍ୱର ଗାଁରେ ଅଘଟଣ ଘଟିଛି । ୩ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଆକ୍ରମଣ କରିଥିବା ଯୁବକ ପଡ଼ୋଶୀ ଗାଁର ।ଘଟଣାସ୍ଥଳରେ ପୁଲିସର ତଦନ୍ତ ଆରମ୍ଭ । ହତ୍ୟାକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । କିନ୍ତୁ ପୂର୍ବ ଶତ୍ରୁତା ଥିବା କୁହାଯାଉଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ
  • ୨୫ରେ ମାଘ ସପ୍ତମୀ ବୁଡ଼: ଅର୍କକ୍ଷେତ୍ରକୁ ଛୁଟି ଆସିବେ ଶ୍ରଦ୍ଧାଳୁ, ଜଗିବେ ୩୪ ପ୍ଲାଟୁନ୍‌ ଫୋର୍ସ
  • ରାତି ୮ଟା ୩ ମିନିଟ୍, ୭ ସେକେଣ୍ଡରେ ଶ୍ମଶାନରେ ପରିଣତ ହେବ ଜନବସତି

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,516)
  • ସ୍ପେଶାଲ୍ ରିପୋର୍ଟ (266)
©2026 JBR Samachar | Design: Newspaperly WordPress Theme