Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ୧ ମାସର ଦରମା ବନ୍ଦ, ଜାଣନ୍ତୁ କାହିଁକି…

Posted on January 22, 2026

ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ ଏବଂ ସାପ କାମୁଡିଲେ ତୁରନ୍ତ କିଭଳି ପ୍ରାଥମିକ ଚିକିତ୍ସା ହୋଇପାରିବ ସେନେଇ ଜିଲାର ସମସ୍ତ ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରମାନଙ୍କୁ ଅବଗତ କରିବା ଲାଗି ନିର୍ଦେଶନାମା ଜାରି କରାଯାଇଥିଲା। ବଜ୍ରପାତ ସଚେତନ ପାଇଁ ଜିଲାର ସମସ୍ତ ବିଦ୍ୟାଳୟକୁ ୨୦୦୦ ଟଙ୍କା ଏବଂ ସାପକାମୁଡା ସଚେତନତା ଲାଗି ଜିଲାର ସମସ୍ତ ସ୍କୁଲକୁ ୨୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ତେବେ ଏହି ସଚେତନତା କାର୍ଯ୍ୟକ୍ରମର ଖର୍ଚ୍ଚର ହିସାବ ନ ଦେଇପାରିବାରୁ ୭୨ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ ପାଇଁ ଚିଠି ହୋଇଛି। ବଜ୍ରପାତ ସଚେତନତା କାର୍ଯ୍ୟକ୍ରମର ହିସାବ ନ ଦେବାରୁ ୩୮ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ଏବଂ ସାପକାମୁଡା ଲାଗି ସଚେତନତା କାର୍ଯ୍ୟକ୍ରମର ହିସାବ ନଦେବାରୁ ୩୪ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme