Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୬ରେ ଖୋଲା ରହିବ ନନ୍ଦନକାନନ

Posted on January 23, 2026

ଜାନୁଆରୀ ୨୬ରେ ଖୋଲା ରହିବ ନନ୍ଦନନ୍ଦକାନନ। ସାଧାରଣତନ୍ତ୍ର ଦିବସ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲା ରହିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୋମବାର ପରିବର୍ତ୍ତେ ଆସନ୍ତା ସପ୍ତାହରେ ମଙ୍ଗଳବାର ଏହା ବନ୍ଦ ରହିବ। ନନ୍ଦନକାନନ ଉପନିର୍ଦେଶକ ସନଥ ନାରାୟଣ ଏହି ସୂଚନା ଦେଇଛନ୍ତି।

ପ୍ରତି ସୋମବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥାଏ। ହେଲେ ଆସନ୍ତା ସୋମବାର ସାଧାରଣତନ୍ତ୍ର ଦିବସ ପଡୁଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme