Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଉପକୂଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

Posted on October 7, 2025

ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା। ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।​​​​​​​

ସେହିଭଳି ୮, ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ  ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି । ସୋମବାର  ପାରାଦୀପରେ ସର୍ବାଧିକ ୭୦ମିମି ବର୍ଷା ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme