ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ମୃତ Posted on January 24, 2026 ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ । ଦୁଇ ଯୁବକଙ୍କ ମୃତ୍ୟୁ । କଳାହାଣ୍ଡି ଜିଲ୍ଲା କୋକସରା ଥାନା ଭାଲୁପଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ କେନ୍ଦୁ ଡୋଙ୍ଗରି ଗାଁର ବବଲୁ ନାଏକ ଓ ଅମରେନ୍ଦ୍ର ମାଝୀ । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି କୋକସରା ପୋଲିସ ।