Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟୁହ ରଚନା! ଜାଣନ୍ତୁ କେବେ ପଡ଼ିବ ଭୋଟ୍?

Posted on January 25, 2026

ରାଜ୍ୟରେ ପଞ୍ଚାୟତ ନିର୍ବାଚନକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହିଁ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ସ୍ପଷ୍ଟ ସୂଚନା ଦେଇଛନ୍ତି। ବର୍ତ୍ତମାନର ପଞ୍ଚାୟତ ପ୍ରତିନିଧିମାନଙ୍କର ୫ ବର୍ଷର କାର୍ଯ୍ୟକାଳ ଶେଷ ହେବା ମାତ୍ରେ ନୂତନ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ।
ନିର୍ବାଚନ ପରିଚାଳନା ପାଇଁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିଶେଷ କରି ସବ୍‌ଡିଭିଜନସ୍ତରରେ ପ୍ରସ୍ତୁତି କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଯାଇଛି। ନିର୍ବାଚନକୁ ସୁରୁଖୁରୁରେ ଶେଷ କରିବା ପାଇଁ ଗତ ୧୦ ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି।
ନିର୍ବାଚନ କମିଶନଙ୍କ ଏହି ସୂଚନା ପରେ ଗ୍ରାମାଞ୍ଚଳ ରାଜନୀତିରେ ପୁଣି ଥରେ ହଟଚମଟ ଆରମ୍ଭ ହୋଇଛି। ଭୋଟର ତାଲିକା ସଂଶୋଧନ ଠାରୁ ଆରମ୍ଭ କରି ବୁଥ୍ ସ୍ତରୀୟ ବ୍ୟବସ୍ଥା ପାଇଁ ପ୍ରଶାସନ ପକ୍ଷରୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଉଥିବା ଜଣାପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme