
କଣାସ ହରଷପଡାରୁ ସତ୍ୟବାଦୀ ଶୁକଳକୁ ଯାଉଥିବା ଆମ ବସରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଏକ ଧାରୁଆ ଅସ୍ତ୍ର ବ୍ୟବହାର କରିଥିଲେ, ଯାତ୍ରୀମାନେ ବିରୋଧ କରିବାରୁ ସେମାନଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିଲା।
ଘଟଣାରେ ଗୁରୁତର ଅବସ୍ଥାରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ କଣାସ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଘଟଣାସ୍ଥଳରେ କଣାସ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି, ଦୁର୍ବୃତ୍ତମାନେ ଏବେ ଫେରାର ଅଛନ୍ତି
