Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାତୀ ଆକ୍ରମଣରେ ୩ ମୃତ ; ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବାବେଳେ…

Posted on February 10, 2026

ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ହଠାତ୍‌ ଦନ୍ତା ହାତୀ ଆକ୍ରମଣରେ ୬ ଜଣ ଗୁରୁତର ହୋଇ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ ଲୋଚାପଲ୍ଲୀ ଗାଁର ଇନ୍ଦୁମତୀ ପ୍ରଧାନ,ଟୁନି ବେହେରା ଓ କୁନ୍ତଳା ପ୍ରଧାନ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme