Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାହାନଗାରେ ବସ୍ ଦୁର୍ଘଟଣା; ପୋଲରେ ଝୁଲି ରହିଲା ବସ୍

Posted on February 13, 2026

ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା l ଆଜି ଭୋର ସମୟରେ ପଶ୍ଚିମବଙ୍ଗରୁ ଆନ୍ଧ୍ରକୁ ଏକ ତୀର୍ଥ ଯାତ୍ରୀ ବସ ଯାଉଥିଲା l ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବ୍ରିଜ ଉପରକୁ ଚଢିଯାଇଥିଲା l ଡ୍ରାଇଭର ଜଣକ ବ୍ରିଜରୁ ତଳକୁ ଖସିପଡ଼ିଥିଲେ l ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା l ବସରେ ୫୦ଜଣ ଯାତ୍ରୀ ଥିବା ବେଳେ ୧୪ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଛନ୍ତି l ଏବେ ବି ବସଟି ପୋଲ ଉପରେ ଝୁଲି ରହିଛି l

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme