
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର…
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୨,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୫,୭୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୨,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୫,୯୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୨,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୭,୦୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୪,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୫,୭୮୦ ଓ ୧,୪୨,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୦,୦୦୦ ଟଙ୍କା ହୋଇଛି ।
