Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ

Posted on February 26, 2026

ତାଳଚେର : ତିାଳଚେର କଣ୍ଢାଳ ଛକ ନିକଟ ୧୪୯ ନମ୍ବର ଜାତୀୟ ରାଜପଥର ଦୁର୍ଲଭପୁର ଠାରେ ଏକ ପାଉଁଶ ବୋଝେଇ ହାଇୱା ଟ୍ରକରେ ହତୁ ହୁତୁ ହୋଇ ଲାଗିଲା ନିଆଁ। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି।


ସୂଚନା ମୁତାବକ, ଆଜି ଏନ୍‌ଟିପିସିରୁ ହାୱବା(ଓଡ଼ି୩୫ଜେ୭୬୫୯) ଟ୍ରକଟି ପାଉଁଶ ନେଇ ପାରାଦ୍ବୀପ ଅଭିମୁଖେ ଯାଉଥିଲା। ଏହି ସମୟରେ ଦୁର୍ଲଭପୁର ଠାରେ ହାଇୱାରେ ହଠାତ ଧୂଆଁ ବାହାରି ନିଆଁ ଲାଗିଥିଲା। ଚାଳକ ଗାଡ଼ିରୁ ଉହ୍ଲାଇ ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ନଥିଲେ। ପରେ ସ୍ଥାନୀୟ ଲୋକେ ତାଳଚେର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ତାଳଚେର ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ।ହାଇୱା ଟ୍ରକଟି ତାଳଚେର ଅଞ୍ଚଳର ମହେଶ ଅଗ୍ରୱାଲଙ୍କର ବୋଲି ଜଣା ପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme