Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା

Posted on February 26, 2026

ଭୁବନ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଭୁବନ ବ୍ଲକ ଦିଘି ଗ୍ରାମ ପଞ୍ଚାୟତ ମୁଗୁପଦା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମରେ ଜୟଦେବ ନାୟକଙ୍କ ପତ୍ନୀ ପ୍ରତିମା ନାୟକ ଗୁରୁବାର ସକାଳେ ସୁଦଶା ବ୍ରତ ପାଇଁ ଘର ନିକଟରେ ଥିବା ପାଇପିରୁ ପାଣି ନେଉଥିବା ବେଳେ ହଠାତ ଗ୍ରାମର ଜଣେ ଅସାମାଜିକ ଯୁବକ ପ୍ରତିମାକୁ ଏକ କଟୁରୀରେ ଆକ୍ରମଣ କରିଥିଲେ । ପ୍ରଥମେ ବେକକୁ ଓ ପରେ କାନ୍ଧକୁ ହାଣିଦେବାରୁ ମହିଳା ଟଳି ପଡିଥିଲେ । ପରେ ଗ୍ରାମବାସୀମାନେ ମହିଳାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର କଟକ ସ୍ଥାନାନ୍ତିଥିତ କରିଛନ୍ତି । ହେଲେ କେଉଁ କାରଣରୁ ଏପରି ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ କାମାକ୍ଷା ପୋଲିସ ପହଞ୍ଚି ତଦନ୍ତ ଚଳାଇଥିବା ଜଣାପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme