Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୁନା କିଣିବାକୁ ଯୋଜନା କରିଛନ୍ତି କି? ଏଠାରେ ଜାଣନ୍ତୁ ଆଜିର ଦର…

Posted on October 7, 2025

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୦୨୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୧,୮୫୦ ଟଙ୍କା ଛୁଇଁଛି। ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୧,୮୫୦ ଟଙ୍କାକୁ ପହଞ୍ଚିଛି। ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୨,୦୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୧,୮୫୦ ଟଙ୍କାରେ କାରବାର ଆରମ୍ଭ କରିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୨,୦୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୨,୧୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୨,୦୦୦ ଟଙ୍କା ରହିଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୨,୦୨୦ ଓ ୧,୧୧,୮୫୦ ଟଙ୍କା ରହିଛି। ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧,୬୭,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme