Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

Posted on October 8, 2025

ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା କୃଷ୍ଣପାଲି ଛକ ନିକଟରେ ବାଇକ୍ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଛି l ମୃତକ ହେଲେ କୃଷ୍ଣପାଲି ଗ୍ରାମର ପ୍ରଫୁଲ୍ଲ ବେହେରା (୫୮ ବର୍ଷ) l ଏହି ଦୁର୍ଘଟଣାରେ ବାଇକ୍‌ରେ ବସିଥିବା ଗଙ୍ଗା ନାମକ ଜଣେ ଯୁବକ ଗୁରୁତର ହୋଇଛନ୍ତି ।

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ ତିଳେଶ୍ୱର ଗ୍ରାମରୁ ନିଜ ଗାଁକୁ ଫେରୁଥିଲେ ପ୍ରଫୁଲ୍ଲ ବେହେରା । ଏହି ସମୟରେ ହଠାତ ଏକ ବାଇକ୍‌କୁ ପଛରୁ ଧକ୍କା ଦେଇଥିଲା l ଫଳରେ ପ୍ରଫୁଲ୍ଲ ଦୂରକୁ ଛିଟିକି ହୋଇ ପଡ଼ିଥିଲେ l ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା l ପରିବାର ଲୋକେ ଉଦ୍ଧାର କରି ବୌଦ୍ଧ ମେଡିକାଲକୁ ନେଇଥିଲେ l ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି l ବାଇକ୍‌ରେ ବସିଥିବା ଗଙ୍ଗା ନାମକ ଯୁବକ ଗୁରୁତର ହୋଇ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି l ଏନେଇ ପୁଲିସ ନିକଟରେ ଏପଯ୍ୟନ୍ତ ମାମଲା ହୋଇନଥିବା କୁହାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme