Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗ୍ରାନାଇଟ୍ ପଥର ଖାଦାନରେ ବିସ୍ଫୋରଣ, ତିନି ଶ୍ରମିକଙ୍କ ମୃତ୍ୟୁ

Posted on October 8, 2025

ଗ୍ରାନାଇଟ୍ ପଥର ଖାଦାନରେ ବିସ୍ଫୋରଣ । ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣ ଗୁରୁତର ହୋଇଛନ୍ତି । ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଜଙ୍ଗଲପାଡୁ ସୀମାନ୍ତ ଆନ୍ଧ୍ରର ଏକ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ ହୋଇଛି । ମୃତକ ହେଲେ ବିହାରର ଶ୍ରବଣ କୁମାର, ରାଜସ୍ଥାନର ହେମରାଜ ଓ ମଧ୍ୟପ୍ରଦେଶର ପଣ୍ଟୁ ।  ଆହତଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ମେଳିଆପୁଟି ଥାନା ପୋଲିସ । ମୃତକ ଓ ଗୁରୁତର ସମସ୍ତେ ଉକ୍ତ ଗ୍ରାନାଇଟ୍ ଖଣିରେ ବିଭିନ୍ନ ପ୍ରକାରର କାର୍ଯ୍ୟରେ ନିୟୋଜିତ ଥିଲେ । ବିସ୍ଫୋରଣର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଶ୍ରମିକମାନଙ୍କର ଶରୀରର ଅଧିକାଂଶ ଅଂଶ ଖଣ୍ଡ ବିହାଣ୍ଡିତ ହେବ ସହ ଜଳି ଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme