Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମା ଓ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରଲର: ଘଟଣାସ୍ଥଳରେ ମା ମୃତ, ପୁଅ ଗୁରୁତର

Posted on October 8, 2025

ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଗଡ଼ପୋଷରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏହି ଦୁର୍ଘଟଣାରେ ମାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି।

କୁତ୍ରା ଥାନା ଗଡ଼ପୋଷ ଛକ ନିକଟରେ ରାଉରକେଲାରୁ ବାଇକରେ ଫେରୁଥିବା ବେଳେ ମା ଓ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରଲର। ଘଟଣା ସ୍ଥଳରେ ମା ମୃତ, ପୁଅ ଗୁରୁତର। ମୃତକ ହେଲେ ହେମଗିରି ଥାନା ଗୋପାଳପୁର ଅଞ୍ଚଳର ଡିଲେଶ୍ୱରୀ ଦାସ। ମହିଳାଙ୍କ ଭାଇଙ୍କର ରାଉରକେଲାର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ତାଙ୍କୁ ଦେଖି ଫେରିବା ବେଳକୁ ଏହି ଘଟଣା ଘଟିଛି। ଘଟଣା ସ୍ଥଳରେ ଉତ୍ତେଜିତ ଲୋକ ରାଜପଥକୁ ଅବରୋଧ କରିଛନ୍ତି।

କୁତ୍ରା ଥାନା ଗଡ଼ପୋଷ ଛକ ନିକଟରେ ରାଉରକେଲାରୁ ବାଇକରେ ଫେରୁଥିବା ବେଳେ ମା ଓ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରଲର। ଘଟଣା ସ୍ଥଳରେ ମା ମୃତ, ପୁଅ ଗୁରୁତର। ମୃତକ ହେଲେ ହେମଗିରି ଥାନା ଗୋପାଳପୁର ଅଞ୍ଚଳର ଡିଲେଶ୍ୱରୀ ଦାସ। ମହିଳାଙ୍କ ଭାଇଙ୍କର ରାଉରକେଲାର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ତାଙ୍କୁ ଦେଖି ଫେରିବା ବେଳକୁ ଏହି ଘଟଣା ଘଟିଛି। ଘଟଣା ସ୍ଥଳରେ ଉତ୍ତେଜିତ ଲୋକ ରାଜପଥକୁ ଅବରୋଧ କରିଛନ୍ତି। ଏଣେ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme