Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ଅପରାଧ

ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ କୋର୍ଟ ଚାଲାଣ

Posted on October 15, 2025

  ଶୌଚ ହେବାକୁ ଯାଇଥିବା ବେଳେ ପଞ୍ଚମ ଶ୍ରେଣୀର ଶାରୀରିକ ଭିନ୍ନକ୍ଷମ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ପୋକ୍ସୋ ଆଇନ ଅନୁଯାୟୀ ଅଭିଯୁକ୍ତ ସୁଶାନ୍ତ ଜେନା କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଏଭଳି ଘଟଣା ଘଟିଛି…

53ନମ୍ବର ଏନଏଚ ପାଖ ଗାଡ଼ିଆରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର।

Posted on October 14, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର କଇଁବିଲି ଗାଁ ଛକ ନିକଟ ଗାଡ଼ିଆରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଦେହଟି ପ୍ରାୟ ୩ ରୁ ୪ ଦିନର ହେବ ବୋଲି ଅନୁମାନ କରାଯାଉଛି। ସ୍ଥାନୀୟ ଲୋକମାନେ…

ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ବିଚ୍ ରାସ୍ତାରେ ପଡ଼ିଛି ମୃତଦେହ

Posted on October 14, 2025

ରାତି ଅଧରେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା ଅଭିଯୋଗ। ବିଚ୍ ରାସ୍ତାରେ ପଡ଼ିଛି ମୃତଦେହ। ମଙ୍ଗଳବାର ସକାଳେ ବରଗଡ଼ ସହର ଉପକଣ୍ଠ ପାଣିଛତ୍ର-ଜମୁର୍ଡା ରାସ୍ତାରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ମଙ୍ଗଳବାର…

ରାଜଧାନୀରେ ଗର୍ଜିଲା ବନ୍ଧୁକ;ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

Posted on October 13, 2025

ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି । ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ଜଣେ ଦୁର୍ବୃତ୍ତ…

ଲେଡିଜ୍ ହଷ୍ଟେଲ ରୁମ୍‌ରେ ପଶି ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

Posted on October 13, 2025

ଲେଡିଜ୍ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ। ଲେଡିଜ୍ ହଷ୍ଟେଲ ଗେଟ୍ ଡେଇଁ ପ୍ରଥମ ମହଲାରେ ଶୋଇଥିବା ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ। ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଏଭଳି ଘଟଣା ଘଟିଛି।  ସୂଚନାନୁଯାୟୀ, ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଥିବା ଏକ ଲେଡିଜ୍ ହଷ୍ଟେଲ୍ ଗେଟ୍ ଡେଇଁ ଜଣେ ଦୁର୍ବୃତ୍ତ…

ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

Posted on October 11, 2025

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର…

ମେଡିକାଲରୁ ଶିଶୁ ଚୋରି ଅଭିଯୋଗ

Posted on October 11, 2025

ବାରିପଦା ମେଡିକାଲରୁ ଶିଶୁ ଚୋରି । ଛୁଆକୁ ଧରି ଛୁ ମାରିଲେ ମହିଳା । ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରୁ ଶିଶୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସାହାଯ୍ୟ କରିବା ଆଳରେ ଛୁଆକୁ ଚୋରି କରିନେଇଥିବା କହିଛନ୍ତି ନବଜାତର ମାଆ ।…

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ

Posted on October 11, 2025

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ। ଘରୋଇ କଳିକୁ କେନ୍ଦ୍ର କରି ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ । ମୃତ ମହିଳା ଜଣକ ଟୁରୀ ଦେହୁରୀ ବୋଲି ଜଣାପଡ଼ିଛି । ହତ୍ୟାକାରୀ ସ୍ୱାମୀକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ । ମୟୂରଭଞ୍ଜ…

ଡକାୟତି ଉଦ୍ୟମ ପଣ୍ଡ; ୯ ଆନ୍ତଃରାଜ୍ୟ ଦୁର୍ଦ୍ଦାନ୍ତ ଡକାୟତ ଗିରଫ

Posted on October 10, 2025

ଡକାୟତି ପାଇଁ କରୁଥିଲେ ଯୋଜନା । ଖବର ପାଇ ମାଡ଼ିବସିଲା ପୁଲିସ । ବନ୍ଧାହେଲେ ୯ ଆନ୍ତଃରାଜ୍ୟ ଦୁର୍ଦ୍ଦାନ୍ତ ଡକାୟତ। ସେମାନଙ୍କ ନିକଟରୁ ୫ଟି ବନ୍ଧୁକ, ଅନେକ ମାରଣାସ୍ତ୍ର, ୨୫ଟି ଅଫୁଟା ଗୁଳି ଏବଂ ଏକ ଦାମୀ ଗାଡ଼ି ଜବତ ହୋଇଛି । ସୂଚନା…

ମହିଳାଙ୍କୁ ଦୁଷ୍କର୍ମ, ବରମୁଣ୍ଡା ବସଷ୍ଟାଣ୍ଡରୁ ଅଭିଯୁକ୍ତକୁ ଗିରଫ କଲା ପୋଲିସ

Posted on October 10, 2025

ଫ୍ଲାଟ୍ କିଣାବିକା ନାଁରେ ମହିଳାଙ୍କୁ ଦୁଷ୍କର୍ମ । ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ଅଭିଯୁକ୍ତ ମାନସ ରଞ୍ଜନ ଦାସକୁ ଗିରଫ କଲା ପୋଲିସ । ଜୁଲାଇ ୧୦ ତାରିଖରେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏକୁଟିଆର ସୁଯୋଗ ନେଇ ତାଙ୍କୁ ଭରତପୁରସ୍ଥିତ ଫ୍ଲାଟରେ…

Posts pagination

Previous 1 … 15 16 17 … 22 Next

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme