ରାୟଗଡା : ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳାଡାକ୍ତର । ସୂଚନାରୁ ଜଣାପଡିଛି ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ ଡିଜିଟାଲ ଆରେଷ୍ଟର…
Category: ଅପରାଧ
ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ୟୁ, ଅଭିଯୁକ୍ତ ପୁରୁଷ ବନ୍ଧୁ ଗିରଫ
କେନ୍ଦୁଝରରେ ଅତିଥି ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଅଭିଯୁକ୍ତ ପୁରୁଷ ବନ୍ଧୁ ଗିରଫ । ରୁଦ୍ର ନାରାୟଣ ମିଶ୍ରକୁ ଗିରଫ କରିଛି ଟାଉନ ଥାନା ପୋଲିସ । କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ହୋମ ସାଇନ୍ସ ବିଭାଗର ଅତିଥି ଅଧ୍ୟାପିକା ପ୍ରିୟାଙ୍କ ଦାସଙ୍କ ଗତକାଲି…
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଥାନାଧିକାରୀଙ୍କୁ ଧରିଲା ଭିଜିଲାନ୍ସ୍…
ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଦଶମନ୍ତପୁର ଥାନା ଅଧିକାରୀ ସୁଷମା ହାଁସଦା କୌଣସି ଏକ ମାମଲାର ରଫା ଦଫା କରିବା ପାଇଁ ୨୦…
ସାନ ଭାଇ ମାଡ଼ରେ ବଡ଼ ଭାଇର ମୃତ୍ୟୁ…
ପାରିବାରିକ କଳହର କରୁଣ ପରିଣତି । ସାନ ଭାଇ ମାଡରେ ବଡ ଭାଇର ମୃତ୍ୟୁ ହୋଇଛି । ବାଲେଶ୍ବର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ମାନକୁଣ୍ଡା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ସୁଦାମ ମାଝୀ । ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ମାନକୁଣ୍ଡା ଗ୍ରାମର ବଡ ଭାଇ…
ଧଉଳି ଗଣଦୁଷ୍କର୍ମ ମାମଲାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ…
ଧଉଳି ଗଣଦୁଷ୍କର୍ମ ମାମଲାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ହାତୀ । ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀ ଓରଫ ଜୋକର ହାପିକୁ ଭୁବନେଶ୍ବରରୁ ଗିରଫ କଲା କମିଶନରେଟ ପୋଲିସ । ଘଟଣା ପରଠୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ । ଆଜି ମୁଖ୍ୟ ଅଭିଯୁକ୍ତକୁ କୋର୍ଟ…
ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର
ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ।…
ସରକାରୀ ପାଣ୍ଠିର ଅପବ୍ୟବହାର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର କନିଷ୍ଠ ଯନ୍ତ୍ରୀ ରତ୍ନେଶ କୁମାର ପାଣ୍ଡେ। ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ଆଜିଦିନ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତୀକରଣ ପ୍ରକଳ୍ପ କାର୍ଯ୍ୟକାରୀ…
ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲା ; ଉଦବେଗ ପ୍ରକାଶ କଲେ ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ
ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ରାଜଧାନୀର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ସ୍ପର୍ଶକାତର ଓ ବିଚଳିତ କରିବା ପରି ବିଷୟ। ବର୍ବରତା ଓ ଅରାଜକତା…
ଚାକିରି ଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗ
ରାଉରେକଲାରେ ଚାକିରି ଦେବା ନାଁରେ ବଡ଼ ଠକେଇ ଅଭିଯୋଗ । ରେଳବାଇ ସହିତ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ ଚାକିରି ଦେଵା ନାମରେ ଶିକ୍ଷିତ ଯୁବକ ଯୁବତୀଙ୍କୁ ଠକେଇ ନେଇ ଅଭିଯୋଗ ହୋଇଛି । ୪୦ ଲକ୍ଷ ଟଙ୍କା ଠକେଇ ହୋଇଛି ।…
ଧଉଳି ଗଣଦୁଷ୍କର୍ମ ଘଟଣା ; କ୍ରାଇମ ସ୍ପଟ୍ରେ ମହିଳା କମିଶନ ସଦସ୍ୟା
ଭୁବନେଶ୍ୱର ଧଉଳି ଗଣଦୁଷ୍କର୍ମ ଘଟଣାରେ ପୁଲିସ୍ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି । ପୁଲିସ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଇତି ମଧ୍ୟରେ ପୁଲିସ…
