ବନ୍ଧୁଗାଁ : ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ଗୋତିପୁଟ ଗ୍ରାମକୁ ସଂଯୋଗ କରୁଥିବା ନିର୍ମାଣାଧୀନ ରାସ୍ତା ପ୍ରବଳ ବର୍ଷାରେ ଧୋଇ ହୋଇ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଆଜକୁ ଏକ ତଳେ ଗୋତିପୁଟ ଗ୍ରାମକୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ନିର୍ମାଣ ପାହାଡ କାଟି ନିର୍ମାଣ କାର୍ଯ୍ୟ…
Category: ଏକ୍ସକ୍ଲୁସିଭ୍
ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତି ଉପରେ ଆକ୍ରମଣକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ମୋଦି….
ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତି ବି.ଆର୍ ଗଭାଇଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିନ୍ଦା କରିଛନ୍ତି। ଏକ୍ସରେ ସେ ଲେଖିଛନ୍ତି, “ଏହି ଆକ୍ରମଣ ପ୍ରତ୍ୟେକ ଭାରତୀୟଙ୍କୁ କ୍ଷୁବ୍ଧ କରିଛି। ଆମ ସମାଜରେ ଏପରି ନିନ୍ଦନୀୟ କାର୍ଯ୍ୟ ପାଇଁ କୌଣସି ସ୍ଥାନ ନାହିଁ।”…
ରାଜସ୍ଥାନର ଜୟପୁର ସ୍ଥିତ ହସ୍ପିଟାଲରେ ଅଗ୍ନିକାଣ୍ଡ, ଚାଲିଗଲା ୬ଜଣଙ୍କ ଜୀବନ
ରାଜସ୍ଥାନର ଜୟପୁର ସ୍ଥିତ ସ୍ୱାଇ ମାନ ସିଂହ ହସ୍ପିଟାଲର ICU ୱାର୍ଡରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାରେ ୬ ଜଣ ରୋଗୀ ମୃତ୍ୟୁବରଣ କରିଛନ୍ତି ଏବଂ ଅଧିକ ୬ ଜଣ ଗୁରୁତର ଅବସ୍ଥାରେ ଅଛନ୍ତି । ଅଗ୍ନିକାଣ୍ଡ ICU…
ବର୍ଷାରେ ଭାଙ୍ଗିଲା ଅସହାୟ ଦର୍ପଣୀଙ୍କ ଘର
ତେଲକୋଇ,: ଲଗାଣ ବର୍ଷା ଯୋଗୁଁ କେନ୍ଦୁଝର ଜିଲ୍ଲାର ଉପାନ୍ତ ବାଂଶପାଳ ବ୍ଲକ ଗୋନାଶିକା ପଞ୍ଚାୟତ ଅନ୍ତର୍ଗତ ଗୁପ୍ତଗଙ୍ଗା ଗାଁରେ ଅସହାୟା ବିଧବା ଦର୍ପଣୀ ପେଣ୍ଠେଇଙ୍କ ଟାଇଲି ଛପର ଘର ଭାଙ୍ଗିଯାଇଛି।ଫଳରେ ଘର ଭିତରେ ଆଶ୍ରୟ ନେଇଥିବା ଦୁଇଟି ଛେଳିଙ୍କ ଶୋଚନୀୟ ମୃତ୍ୟୁ ଘଟିବା ସହିତ…
ଭିଜିଲାନ୍ସ ଜାଲରେ ତହସିଲଦାର, ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡି ବସିଲା ଭିଜିଲାନ୍ସ
TPCODL ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ।ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ନଗଦ ଜବତ…
କାର୍ ଏବଂ ମିନିବସ୍ ମୁହାଁମୁହିଁ ଧକ୍କା
ଉତ୍ତର ପ୍ରଦେଶର ଆଲିଗଡ଼ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକରାବାଦ ଥାନା ଅର୍ନ୍ତଗତ ଜାତୀୟ ରାଜପଥ ୯୧ରେ କାର୍ ଏବଂ ମିନିବସ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଫଳରେ ଉଭୟ ଗାଡ଼ି ମଧ୍ୟରେ ଭୟଙ୍କର ନିଆଁ ଲାଗି ଯାଇଥିଲା । ଦୁର୍ଘଟଣାରେ ପିଲାମାନଙ୍କ…
୩୦ ଯାଏଁ କଳିଙ୍ଗା ଘାଟି ବନ୍ଦ
କନ୍ଧମାଳ ଜିଲ୍ଲାର କଳିଙ୍ଗା ଘାଟି ରାସ୍ତାକୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୂରାପୂରି ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସୋମବାର ଘଟିଥିବା ଦ୍ବିତୀୟ ଭୂସ୍ଖଳନ ପରେ ପରିସ୍ଥିତିର ଗୁରୁତ୍ୱକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାପାଳ ଏହି ପଦକ୍ଷେପ ନେଇଛନ୍ତି । ଘାଟିର ସ୍ଥିତିକୁ…
