Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜନୀତି

ସିନ୍ଦେଙ୍କ ବଡ଼ ଚାଲ୍‌: ମୁମ୍ବାଇ ମେୟର ପଦ ପାଇଁ ବିଜେପି ଉପରେ ପଡ଼ିଲା କି ଚାପ?

Posted on January 18, 2026

BMCରେ କ୍ଷମତା ଦଖଲ ପାଇଁ ଯାଦୁକରୀ ସଂଖ୍ୟା ହେଉଛି ୧୧୪। ନିକଟରେ ଶେଷ ହୋଇଥିବା ନିର୍ବାଚନରେ ବିଜେପି ୮୯ଟି ଆସନ ସହ ସବୁଠାରୁ ବଡ଼ ଦଳ ଭାବେ ଉଭା ହୋଇଛି। ଅନ୍ୟପଟେ ଠାକରେ ଗୋଷ୍ଠୀ ୬୫ଟି ଏବଂ MNS ୬ଟି ଆସନ ହାସଲ କରିଛନ୍ତି।…

ନିଲମ୍ବନ ପଛର ଅସଲ ଗୁମର: ବିଜେପିକୁ ବାଟ ସୁଗମ କରୁଛି କି ବିଜେଡି?

Posted on January 18, 2026

୨୦୨୪ ସାଧାରଣ ନିର୍ବାଚନରେ ପରାଜୟ ପରେ ଦୀର୍ଘ ଦିନ ଧରି ନୀରବ ରହିଥିବା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବେ ହଠାତ୍ କ୍ରିୟାଶୀଳ ହେବା ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷ କରି ଦଳୀୟ ଶୃଙ୍ଖଳା ରକ୍ଷା ନାଁରେ ଦୁଇଜଣ ବିଧାୟକଙ୍କୁ ବହିଷ୍କାର…

ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?

Posted on January 17, 2026

ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ସପା) ଅଧ୍ୟକ୍ଷ ଅଖିଳେଶ ଯାଦବ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ବର୍ଷ ମଧ୍ୟରେ ଏହା ତାଙ୍କର ତୃତୀୟ ଓଡ଼ିଶା ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ…

ବିଜେଡିରେ ବଡ଼ ଛାଟ: ଅରବିନ୍ଦ ଓ ସନାତନଙ୍କ ପରେ ଗଣେଶ୍ବର ବରାଳ ଆଉଟ୍!

Posted on January 16, 2026

ଓଡ଼ିଶାର ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ମଧ୍ୟରେ ଏବେ ଅନ୍ତଃକନ୍ଦଳ ଓ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଜଣେ ଟାଣୁଆ ସଂଗଠକଙ୍କ ସମେତ ଦୁଇଜଣ ବିଧାୟକଙ୍କୁ…

ମୁମ୍ବାଇ ମୁକୁଟ କାହାର? BMC ନିର୍ବାଚନ ଗଣତି ଆରମ୍ଭ, ମହାୟୁତି ଓ ଠାକରେ ବ୍ରଦର୍ସଙ୍କ ମଧ୍ୟରେ କଡ଼ା ଟକ୍କର

Posted on January 16, 2026

ମହାରାଷ୍ଟ୍ର ରାଜନୀତିର ସବୁଠାରୁ ବଡ଼ ଲଢ଼େଇ ଏବେ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଦେଶର ସବୁଠାରୁ ଧନୀ ପୌର ସଂସ୍ଥା ବୃହନମୁମ୍ବାଇ ମହାନଗର ନିଗମ (BMC) ସମେତ ୨୯ଟି ମହାନଗର ନିଗମ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ମୋଟ ୫ଟି ପର୍ଯ୍ୟାୟରେ ଏହି ଗଣତି…

ସଚିବସ୍ତରୀୟ ବୈଠକ ପରେ ମୁଖ୍ୟ ସଚିବଙ୍କ ବଡ଼ ସୂଚନା

Posted on January 15, 2026

ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁବାର ସଚିବସ୍ତରୀୟ ବୈଠକ ବୈଠକ ବସିଥିଲା । ତେବେ ବୈଠକ ଶେଷ ହେବା ପରେ ବଡ଼ ଘୋଷଣା କରିଛନ୍ତି ଅନୁ ଗର୍ଗ । କୋଲକାତାରେ ଇନଭେଷ୍ଟର ମିଟ୍‌ ଅନୁଷ୍ଠିତ ହେବ । ଇନଭେଷ୍ଟର ମିଟ୍‌ ପାଇଁ ମୁଖ୍ୟମନ୍ତ୍ରୀ, ଶିଳ୍ପ ସଚିବଙ୍କ…

ମଣ୍ଡିରେ ଧାନ, ଚାଷୀ ହନ୍ତସନ୍ତ: ମନ୍ତ୍ରୀଙ୍କ ଗସ୍ତ ବାତିଲ ପରେ ତେଜିଲା ଜନ ଅସନ୍ତୋଷ

Posted on January 15, 2026

ପଶ୍ଚିମ ଓଡ଼ିଶାର ଚାଷୀମାନେ ଅପେକ୍ଷା କରିଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସମ୍ବଲପୁର ଓ ବରଗଡ଼ ଗସ୍ତ ବାତିଲ ହୋଇଛି। ସୂଚନା ଅନୁଯାୟୀ, ଆଜି ସମ୍ବଲପୁରରେ ଏକ ସମୀକ୍ଷା ବୈଠକ ଏବଂ ଆସନ୍ତାକାଲି ବରଗଡ଼ ଗସ୍ତ ପାଇଁ…

ଟ୍ରମ୍ପଙ୍କ ବଡ଼ ଧମକ! ରକ୍ତପାତ ବନ୍ଦ ନହେଲେ ହେବ ଭୟଙ୍କର ପରିଣାମ

Posted on January 14, 2026

ଇରାନରେ ଜାରି ରହିଥିବା ଦେଶବ୍ୟାପୀ ଜନ ଆନ୍ଦୋଳନକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନକୁ ଶକ୍ତ ଚେତାବନୀ ଦେଇଛନ୍ତି। ଇରାନ ସରକାର ନିଜ ନାଗରିକଙ୍କ ଉପରେ କରୁଥିବା ଦମନଲୀଳାକୁ ନେଇ ଟ୍ରମ୍ପ କହିଛନ୍ତି ଯେ, ଯଦି ପ୍ରଦର୍ଶନକାରୀଙ୍କ ବିରୋଧରେ ହିଂସାତ୍ମକ କାର୍ଯ୍ୟ ଜାରି…

ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ

Posted on January 11, 2026

ଖୁବଶୀଘ୍ର ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ। ଏନେଇ ସୂଚନା ଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦୀର୍ଘ ସମୟ ରାଷ୍ଟ୍ରୀୟ ସଭାପତିଙ୍କ ସହ ଆଲୋଚନା ହୋଇଥିଲା। ରାଜ୍ୟ ବିଷୟରେ ତାଙ୍କୁ ଅବଗତ କରିଥିଲ। ନିଗମ ବୋର୍ଡ ନେଇ…

ମାର୍ଚ୍ଚରେ ମୋକିମଙ୍କ ନୂଆ ଦଳ: ଜାନୁଆରୀ ୧୨ରେ ଭୁବନେଶ୍ୱରରେ ଗର୍ଜିବେ ଯୁବକ!

Posted on January 10, 2026

ଓଡ଼ିଶା ରାଜନୀତିରେ ଏକ ନୂଆ ବିକଳ୍ପର ସନ୍ଧାନରେ ଥିବା ବରିଷ୍ଠ ନେତା ମହମ୍ମଦ ମୋକିମ ନିଜର ନୂଆ ଆଞ୍ଚଳିକ ଦଳ ଗଠନ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି। ପୂର୍ବରୁ ଜାନୁଆରୀ ୧୨ ତାରିଖରେ ଦଳ ଘୋଷଣା ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ, ଏବେ…

Posts pagination

Previous 1 2 3 … 13 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme