ଲୋକସଭା ପରେ ରାଜ୍ୟ ସଭାରେ ମଧ୍ୟ ପାରିତ ହେଲା ଭିବିଜୀ ରାମ ଜୀ ବିଲ୍ । ତେବେ ଲୋକସଭା ପରି ରାଜ୍ୟସଭାରେ ମଧ୍ୟ ବିଲକୁ ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଦୀର୍ଘ ୬ ଘଣ୍ଟାର ଆଲୋଚନା ବିରୋଧୀଙ୍କ ହଟ୍ଟଗୋଳ ଓ…
Category: ରାଜନୀତି
ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ପାଇଁ ବିଜେଡିର ଦାବି
ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ବିଧାନସଭାରେ ପାରିତ ହୋଇଥିବା ବିଧାୟକମାନଙ୍କ ବର୍ଦ୍ଧିତ ଦରମା ଭତ୍ତା ଓ ପେନସନ ବିଲର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜୁ ଜନତା ଦଳ। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି…
ବିଜୟ ମହାପାତ୍ରଙ୍କୁ ଭେଟିଲେ ମୋକିମ୍, ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା
ବିଜୟ ମହାପାତ୍ରଙ୍କୁ ଭେଟିଲେ ମୋକିମ୍ । ବରିଷ୍ଠ ରାଜନେତା ବିଜୟ ମହାପାତ୍ରଙ୍କୁ ଭେଟିଲେ କଂଗ୍ରେସରୁ ବହିଷ୍କୃତ ନେତା ମହମ୍ମଦ ମୋକିମ୍ । ଭୁବନେଶ୍ବର ସ୍ଥିତ ବାସଭବନରେ ଭେଟିଲେ । ଉଭୟ ନେତାଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିବା ସୂଚନା ମିଳିଛି ।…
ରାହୁଲ-ପ୍ରିୟଙ୍କାଙ୍କ ମଧ୍ୟରେ ଫାଟ
କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁ ଦାବି କରିଛନ୍ତି ଯେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ତଥା କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ବିଟ୍ଟୁ ପୂର୍ବରୁ କଂଗ୍ରେସରେ ଥିବାବେଳେ ଗତବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ…
‘ଭିବି-ଜି ରାମ-ଜି’ ବିଲ୍’କୁ କଂଗ୍ରେସର ତୀବ୍ର ବିରୋଧ
ଲୋକସଭାରେ ମନରେଗା ନାମ ପରିବର୍ତ୍ତନ ବିଲ୍ ଆଗତ । ଆଗତ ହେଲା ‘ଭିବି-ଜି ରାମ ଜି’ ବିଲ୍ । ‘ବିକଶିତ ଭାରତ-ଗ୍ୟାରେଣ୍ଚି ଫର୍ ଆଣ୍ଡ୍ ଆଜୀବିକା ମିଶନ-ଗ୍ରାମୀଣ’ କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ଉପସ୍ଥାପନ କରିଛନ୍ତି। ଏହି ବିଲ୍କୁ ବିରୋଧ କରିଛନ୍ତି କଂଗ୍ରେସ ଏବଂ…
ଜର୍ମାନୀ ପଳାଇଲେ ରାହୁଲ, ରାହୁଲ-ପ୍ରିୟଙ୍କାଙ୍କ ଚାଲିଛି ବିବାଦ
କଂଗ୍ରେସରେ ଆରମ୍ଭ ହୋଇଛି ଅନ୍ତରୀଣ ବିବାଦ। ତେବେ ଏହି ବିବାଦ କୌଣସି ନେତାଙ୍କ ଭିତରେ ନୁହେଁ ବଂର ଭାଇ-ଭଉଣୀଙ୍କ ଭିତରେ। ସବୁବେଳେ କୁଲ୍ ଅନ୍ଦାଜରେ ଦେଖାଯାଉଥିବା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ଭିତରେ ଚାଲିଛି ବିବାଦ। ଏବେ ଟିମ୍ ପ୍ରିୟଙ୍କା ବନାମ…
ନ୍ୟାସନାଲ ହେରାଲଡ୍ ପ୍ରସଙ୍ଗରେ କେନ୍ଦ୍ର ଉପରେ ବର୍ଷିଲେ ଭକ୍ତ ଚରଣ…
ନ୍ୟାସନାଲ ହେରାଲଡ୍ ପ୍ରସଙ୍ଗରେ କେନ୍ଦ୍ର ଉପରେ ବର୍ଷିଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଇଡି କରିଆସୁଛି ଟାର୍ଗେଟ। ରାହୁଲ ଓ ସୋନିଆଙ୍କ ବିରୋଧରେ ମିଛ ଦୁର୍ନୀତି ଅଭିଯୋଗ ଅଣାଯାଉଛି।…
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା….
ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜିଲାର ବରିଷ୍ଠ ଭାଜପା ନେତା ମୁକେଶ ଅଗ୍ରୱାଲଙ୍କୁ ପୁଣି ଥରେ ଜିଲା…
ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲା ; ଉଦବେଗ ପ୍ରକାଶ କଲେ ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ
ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ରାଜଧାନୀର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ସ୍ପର୍ଶକାତର ଓ ବିଚଳିତ କରିବା ପରି ବିଷୟ। ବର୍ବରତା ଓ ଅରାଜକତା…
ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବଡ଼ ବୟାନ
ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ ଅସ୍ଥିରତା ଓ ଅନିଶ୍ଚିତତା ଭିତରେ ଗତି କରୁଛି। ଓଡ଼ିଶାରେ ସବୁ ରାଜନୈତିକ ଦଳରେ ଅସ୍ଥିରତା ଲାଗି ରହିଛି। ବିଜେଡି,…
