Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜନୀତି

ଭାରତ ଆସୁଛନ୍ତି ପୁଟିନ: ପ୍ରତିରକ୍ଷା ଓ ବାଣିଜ୍ୟରେ ବଡ ଚୁକ୍ତି ସମ୍ଭାବନା

Posted on December 4, 2025

ଭାରତ ଆସୁଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ୨୩ତମ ଭାରତ-ଋଷ ବାର୍ଷିକ ଶିଖର ସମ୍ମିଳନୀରେ ସେ ଯୋଗ ଦେବେ । ୟୁକ୍ରେନ ଯୁଦ୍ଧ ଓ ବିଶ୍ୱରେ ବଢ଼ୁଥିବା ଉତ୍ତେଜନା ସମୟରେ ପୁଟିନଙ୍କ ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବ ବୋଲି…

ନୂଆ ସରକାରରେ ଭିଜିଲାନ୍ସ ଆକ୍ଟିଭ୍: ୩୧୮ ଦୁର୍ନୀତି ମାମଲା, କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ

Posted on December 1, 2025

ଭୁବନେଶ୍ୱର: ନୂଆ ସରକାର ଗଠନ ପରେ ରାଜ୍ୟରେ ଭିଜିଲାନ୍ସ ବିଭାଗ ଅଧିକ ସକ୍ରିୟ ହୋଇଛି। ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ଉପରେ ଗୃହରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ…

ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’

Posted on December 1, 2025

ଆଜି ସୋମବାରଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଣମାଧ୍ୟମକୁ ସମ୍ବୋଧନ କରି ଦେଶର ବିକାଶ ଏବଂ ଗୃହର କାର୍ଯ୍ୟଧାରା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଏହି ଅଧିବେଶନ ‘ବିକଶିତ ଭାରତ’…

ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ

Posted on December 1, 2025

ଆଜିଠୁ ସଂସଦର ଶୀତ ଅଧିବେଶନ। SIR ଓ ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ । ଶୀତକାଳୀନ ଅଧିବେଶନରେ ୧୨ଟି ବିଲ୍ ଆଗତ ହେବ । ଆଗତ ଏବଂ ଆଲୋଚନା ହେବାକୁ ଥିବା ପ୍ରମୁଖ ବିଲ ଗୁଡ଼ିକ ଭିତରେ ରହିଛି ପ୍ରସ୍ତାବିତ ଆଣବିକ ଶକ୍ତି…

ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Posted on November 30, 2025

ଭଦ୍ରକ ଜିଲ୍ଲାରେ ଶାସକ ଦଳ ବିଜୁ ଜନତା ଦଳ (ବିଜେଡି) ପାଇଁ ଏକ ବଡ଼ ରାଜନୈତିକ କମ୍ପନ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ବିଜେଡି ସମର୍ଥିତ ତିନି ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେବା ଘଟଣା ଜିଲ୍ଲାର ରାଜନୀତିକୁ ସରଗରମ କରିଛି ଏବଂ…

କାଲିଠୁ କମ୍ପିବ ସଂସଦ: ଆଜି ସର୍ବଦଳୀୟ ବୈଠକ

Posted on November 30, 2025

ଆସନ୍ତାକାଲିଠାରୁ ସଂସଦର ଶୀତକାଳୀନ ଅଧିବେଶନ। ଗୃହକୁ ସୁରୁଖୁରୁରେ ଚଳାଇବା ଲାଗି ଆଜି ବସିବ ସର୍ବଦଳୀୟ ବୈଠକ। ଏହି ଅଧିବେଶନରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ଡିସେମ୍ବର ୧୯ ଯାଏ ଚାଲିବ ସଂସଦ ଅଧିବେଶନ। ଏହି ଅଧିବେଶନ ବିଭିନ୍ନ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ହେବ। ଏଥିଲାଗି…

ସୁଭଦ୍ରା ଯୋଜନାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ ମହିଳା; ଉପମୁଖ୍ୟମନ୍ତ୍ରୀ ଗୃହରେ ରଖିଲେ ତଥ୍ୟ

Posted on November 29, 2025

ସରଜମିନ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା। ଗୃହରେ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି।୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି…

ଆଜି ଆଇନଶୃଙ୍ଖଳା ପରିସ୍ଥିତି ନେଇ ସରଗରମ ହୋଇପାରେ ଗୃହ

Posted on November 29, 2025

ଆଜି ହେଉଛି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ । ଗତକାଲି ଉଠିଥିଲା ଧାନମଣ୍ଡି ଓ ନାରି ନିର୍ଯାତନା ପ୍ରସଙ୍ଗ । ଆଜି ଗୃହ ସ୍ୱାଭାବିକ ଚାଲିବ ନା କମ୍ପିବ ତାଉପରେ ନଜର । ତୃତୀୟ ଦିନରେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଗୃହ…

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

Posted on November 27, 2025

ନଭେମ୍ବର ୨୭ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ବିଧାନସଭା ଶୀତ ଅଧିବେଶନ ଆଜି ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ସହିତ ଗୃହରେ ତୀବ୍ର ସଙ୍ଘର୍ଷ ସୂଚନା ମିଳୁଛି। ଶାସକ ଓ ବିରୋଧୀ ଦଳ ମୁହାଁମୁହିଁ ହେବାକୁ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ତିନି ପ୍ରମୁଖ…

ଏକମାସୀୟ ଶୀତ ଅଧିବେଶନ: ତ୍ରିସ୍ତରୀୟ ସୁରକ୍ଷା, ରାଜନୈତିକ ଉଷ୍ମା ବଢ଼ିଲା

Posted on November 26, 2025

୨୭ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ପ୍ରାୟ ଏକମାସ ଧରି ଚାଲିବାକୁ ଥିବା ଏହି ଅଧିବେଶନ ଐତିହାସିକ ହେବାକୁ ଯାଉଛି । ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଏହି ଅଧିବେଶନ ଆରମ୍ଭ ହେବ । ଆସନ୍ତା ୨୭ ତାରିଖ ଅପରାହ୍ନ ୪ଟା ୩୦ରୁ…

Posts pagination

Previous 1 … 5 6 7 … 12 Next

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme