Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ସ୍ପେଶାଲ୍ ରିପୋର୍ଟ

ସ୍ଥିର ରହିଛି ସୁନା ଏବଂ ରୁପା ଦର

Posted on December 14, 2025

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦିଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୯୧୦ ଟଙ୍କା ରହିଛି । ସେହିପରି ୨୨କ୍ୟାରେଟ ସୁନା ଦର ୧,୨୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ସୁନାର ମୂଲ୍ୟ ହଜାର ୧,୨୨,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ୧,୩୩,୯୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୨,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪କ୍ୟାରେଟ୍ ୧,୩୪,୦୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୨,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତରପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୪,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟମୂଲ୍ୟ ୧,୨୩,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ୧,୩୩,୯୧୦ ଓ ୧,୨୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୦,୦୦୦ଟଙ୍କା ହୋଇଛି ।

ଶୀତର ମଜା ନେବା ପାଇଁ ଦାରିଙ୍ଗବାଡ଼ିକୁ ଛୁଟିଲେଣି ପର୍ଯ୍ୟଟକ

Posted on December 13, 2025

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିକୁ ଛୁଟିଲେଣି ପର୍ଯ୍ୟଟକ। ଶୀତର ମଜା ନେଇ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଛନ୍ତି ପର୍ଯ୍ୟଟକ। ଏଠାକୁ ଯିବାକୁ ହେଲେ ସୋରଡ଼ା ଆସି ଗାଜଲବାଡ଼ି ଦେଇ ଦାରିଙ୍ଗବାଡି ଯିବାକୁ ପଡ଼େ। ୪୭ କିମି ରାସ୍ତାରୁ…

କେତେ ରହିଛି ସୁନା ଦର, ଜାଣନ୍ତୁ

Posted on December 13, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୨,୬୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ପାର୍ଲାମେଣ୍ଟ ଆକ୍ରମଣକୁ ପୁରିଲା ୨୪ ବର୍ଷ

Posted on December 13, 2025

୧୩ ଡିସେମ୍ବର, ୨୦୦୧ । ଭାରତର ସାର୍ବଭୌମତ୍ୱର ପ୍ରତୀକ ଭାରତୀୟ ସଂସଦ ଉପରେ ହୋଇଥିଲା ହମଲା । ଏମିତି ଆତଙ୍କୀ ହମ୍ଲା ଯାହାକୁ କେବେ ଭୁଲିପାରିବେନି ଦେଶବାସୀ । ଆଜି, ସଂସଦ ଉପରେ ଆକ୍ରମଣର ପୁରିଛି ୨୪ ବର୍ଷ । ଆଜି ବି ବାର୍ଷିକୀରେ…

ଦିନକୁ ଖାଆନ୍ତୁ ମୁଠାଏ ଚିନାବାଦାମ

Posted on December 13, 2025

ଚିନାବାଦାମ ହେଉଛି ଗୋଟିଏ ପୃଷ୍ଟିକର ଖାଦ୍ୟ । ଶୀତଋତୁରେ ପ୍ରତିଦିନ ସନ୍ଧ୍ୟାରେ ବାଦାମ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବଢିଥାଏ । ଏହାକୁ ଖାଇବା ଦ୍ୱାରା ତ୍ୱଚାରେ ଉଜ୍ଜ୍ୱଳତା ଆସିବା ସହ ସ୍ୱାସ୍ଥ୍ୟ ଏବଂ ଶକ୍ତି ବୃଦ୍ଧି ପାଇଥାଏ । ହେଲେ ଆପଣ…

ଭାରତରେ କୋହ୍ଲାପୁରୀ ଜୋତା ତିଆରି କରିବ ପ୍ରାଦା

Posted on December 13, 2025

ଭାରତର ପାରମ୍ପରିକ ଜୋତା ଦ୍ୱାରା ଅନୁପ୍ରାଣିତ ହୋଇ ଇଟାଲୀୟ କମ୍ପାନୀ ପ୍ରାଦା ଭାରତୀୟ କାରିଗରମାନଙ୍କ ସହ ଏକାଠି ୨,୦୦୦ ହଳ କୋହ୍ଲାପୁରୀ ଚପଲ ତିଆରି କରିବାକୁ ଯାଉଛି। ପ୍ରତି ହଳ ଚପଲ ଦାମ୍‌ ୮୦୦ ୟୁରୋ ବା ୯୩୦ ଡଲାର ରହିବ ବୋଲି ପ୍ରାଦାର…

ବଦଳିଲା ମନରେଗା ଯୋଜନା ନାଁ, ନୂଆ ନାମ ‘ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା’

Posted on December 13, 2025

ଉପା ସରକାରଙ୍କ ଅମଳରେ ଆରମ୍ଭ ହୋଇଥିବା ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା ‘ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା’ (ମନରେଗା) ନାମକୁ ମୋଦୀ ସରକାର ବଦଳାଇ ଦେଇଛନ୍ତି। ଏହାର ନୂଆ ନାମ ରଖାଯାଇଛି ‘ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା’। ଏହି ଯୋଜନାରେ ବର୍ଷକୁ…

ବିଶ୍ୱକୁ ପୁଣି ଥରେ ଚକିତ କରିବାକୁ ଯାଉଛି ଦୁବାଇ

Posted on December 13, 2025

ପୁଣି ଥରେ ବିଶ୍ୱକୁ ଚକିତ କରିବାକୁ ଯାଉଛି ଦୁବାଇ । ଖୁବଶୀଘ୍ର ଏହା ବିଶ୍ୱର ପ୍ରଥମ ‘ଡ୍ରାଇଭ୍-ଥ୍ରୁ ମଲ୍’ ଲଞ୍ଚ୍ କରିବାକୁ ଯାଉଛି । ନାଁ ‘ଦୁବାଇ ସ୍କୋୟାର’ । ଆଗାମି ୩ ବର୍ଷ ମଧ୍ୟରେ ମଲ୍ ଖୋଲିବ । ଲୋକେ କାରରେ ଆରାମରେ ବସି ସିଧା…

ପୁଣି ଉପରମୁହାଁ ସୁନା, ଜାଣି ନିଅନ୍ତୁ ଆଜିର ସୁନା ଦର ତେବେ

Posted on December 12, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୨,୬୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ଦୀପାବଳିକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ତାଲିକାରେ ଯୋଡ଼ିଲା ୟୁନେସ୍କୋ

Posted on December 11, 2025

ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଓ ସାଂସ୍କୃତିକ ସଂଗଠନ (ୟୁନେସ୍କୋ) ଆଲୋକର ପର୍ବ ଦୀପାବଳିକୁ ଏହାର ଅମୂର୍ତ୍ତ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନିତ କରିଛି। ଏହି ପର୍ବ ବିଷୟରେ ବର୍ଣ୍ଣନା କରି ୟୁନେସ୍କୋ ଏହାର ଅଫିସିଆଲ୍ ୱେବସାଇଟରେ କହିଛି, ଦୀପାବଳି ହେଉଛି ଏକ ଆଲୋକ ପର୍ବ ଯାହା…

Posts pagination

Previous 1 … 11 12 13 … 29 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme