Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ

Posted on October 16, 2025

ମାଡ଼ି ବସିଲା ଅବକାରୀ ବିଭାଗ, ୨ ଗିରଫ ସମ୍ବଲପୁର, : ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ୫୩ କେଜି ଗଞ୍ଜେଇ ଜବତ। ଗଞ୍ଜେଇ ଚୋରା ଚାଲଣ କରୁଥିବା ମଧ୍ୟପ୍ରଦେଶ ୨ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ସେମାନେ ହେଲେ ସଞ୍ଜୀବ ପୁରୋହିତ (୫୪)…

ରାସ୍ତା କଡ଼କୁ ଓଲଟି ପଡିଲା ଟ୍ରାକ୍ଟର

Posted on October 16, 2025

ଟ୍ରାକ୍ଟର ତଳେ ଚାପି ହୋଇ ଦୁଇ ଜଣଙ୍କ ମୃତ୍ୟୁ ରାଜଗାଙ୍ଗପୁର : ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ମାଲିଡ଼ିହି ପଞ୍ଚାୟତ ନିକଟରେ ଟ୍ରାକ୍ଟର ଓଲିଟି ପଡିବାରୁ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ମୃତ ଦୁଇ ଜଣ ମାଲିଡିହି ରାନି ପିଆ ସଙ୍ଗପାନି…

ବାସୁଦେବପୁର ବ୍ଲକ କୃଷି ଅଧିକାରିଣୀଙ୍କ ଆତ୍ମହତ୍ୟା ସନ୍ଧେହ ଘେରରେ

Posted on October 16, 2025

ବାସୁଦେବପୁର : ବାସୁଦେବପୁର ବ୍ଲକରେ କାର୍ଯ୍ୟରତ କୃଷି ଅଧିକାରିଣୀ ନିହାରିକା ଦଳେଇ ତାଙ୍କ ଭଡ଼ା ଘରେ ଆତ୍ମହତ୍ୟା କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଆଜି କୃଷି ଅଧିକାରିଣୀ କାର୍ଯ୍ୟାଳୟକୁ ଆସି ନଥିବା ବେଳେ ରହୁଥିବା ଭଡାଘରେ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି…

ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା: ବାଇକ ଚାଳକ ମୃତ

Posted on October 15, 2025

ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ । ବସଟି ପ୍ରାୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ କୋର୍ଟ ଚାଲାଣ

Posted on October 15, 2025

  ଶୌଚ ହେବାକୁ ଯାଇଥିବା ବେଳେ ପଞ୍ଚମ ଶ୍ରେଣୀର ଶାରୀରିକ ଭିନ୍ନକ୍ଷମ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ପୋକ୍ସୋ ଆଇନ ଅନୁଯାୟୀ ଅଭିଯୁକ୍ତ ସୁଶାନ୍ତ ଜେନା କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଏଭଳି ଘଟଣା ଘଟିଛି…

ମୋରମ ବୋଝେଇ ଟ୍ରାକ୍ଟର ଜବତ, ଡ୍ରାଇଭର ଅଟକ

Posted on October 15, 2025

ପୁଲିସ ଟାର୍ଗେଟରେ ମାଫିଆ । ସମସ୍ତଙ୍କୁ ଚକମା ଦେଇ ଗଳା ବାଟରେ ମୋରମ ଚୋରା ଚାଲାଣ କରି ଖସି ଯାଉଥିବା ମାଫିଆଙ୍କୁ ମାଡି ବସିଲା ପୁଲିସ। ୬ଟି ମୋରମ ବୋଝେଇ ଟ୍ରାକ୍ଟର ଜବତ କରି ୬ ଡ୍ରାଇଭରଙ୍କୁ ଅଟକ ରଖିଛି ପୁଲିସ। ଗିରଫ ଡ୍ରାଇଭର ହେଲେ ବୃନ୍ଦାବନ ଟୁଡୁ, ଭାନୁ ପ୍ରତାପ ସିଂ,ବାପୁନ ପାତ୍ର, ଗୁନାରାମ ଟୁଡୁ, ତପୁ…

ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Posted on October 15, 2025

ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର…

ଶ୍ୱଶୁର ଘରେ ନିଆଁ ଲଗାଇଲା ଜ୍ୱାଇଁ

Posted on October 15, 2025

ଶ୍ୱଶୁର ଘରେ ପଶି ପରିବାର ଲୋକଙ୍କୁ ବାହାରୁ ଶିକୁଳି ପକାଇଲା । ପରେ ଘରେ ନିଆଁ ଲଗାଇଲା । ଏଭଳି ଅମାନୁଷିକ କାଣ୍ଡ ଭିଆଇ ଫୋରାର ହେଲା ଜ୍ୱାଇଁ। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଜାମୁଦଲକ ପଞ୍ଚାୟତ ମଙ୍ଗଳପୁର ଗାଁରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ମଙ୍ଗଳପୁର ଗାଁର…

 ଆଠଗଡ଼ ଅଞ୍ଚଳରେ ଏକ ବିଶାଳ ଅଜଗର ଉଦ୍ଧାର

Posted on October 15, 2025

ମଙ୍ଗଳବାର ଦିନ କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏକ ବିଶାଳ ଅଜଗରକୁ ଉଦ୍ଧାର କରାଯାଇଛି ।  ଆଠଗଡ଼ ଅଞ୍ଚଳର ଖୁଣ୍ଟୁଣୀ ଥାନା ସୀମା ଅନ୍ତର୍ଗତ ଜେକେ ଲକ୍ଷ୍ମୀ ସିମେଣ୍ଟ କାରଖାନାର ମୁଖ୍ୟ ଫାଟକ ନିକଟରେ ଏହି ବିଶାଳ ସରୀସୃପକୁ ଉଦ୍ଧାର କରାଯାଇଛି। ରିପୋର୍ଟ ଅନୁଯାୟୀ,…

ବାଣ ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ ଜାରି; ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

Posted on October 15, 2025

ଦୀପାବଳିରେ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା  । ବାଣର ଶଦ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ । ବାଣ ଫୁଟାଇବା ସମୟକୁ ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ସୀମିତ ରଖାଯାଇଛି । ଏନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ…

Posts pagination

Previous 1 … 127 128 129 … 152 Next

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme