Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ଭୀଷଣ ହେଲା ମୋନ୍‌ଥା, ୧୫ କିମି ବେଗରେ ସ୍ଥଳଭାଗ ମୁହାଁ

Posted on October 28, 2025

ଭୀଷଣ ହେଲା ମୋନ୍‌ଥା। ଘୂ ଘୂ ପବନ ସାଙ୍ଗକୁ ଗର୍ଜନ କଲାଣି ସମୁଦ୍ର। ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ସିଭିୟର ସାଇକ୍ଲୋନର ରୂପ ନେଲା ବାତ୍ୟା। ଘଣ୍ଟାପ୍ରତି ୧୫ କିମି ବେଗରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ମୋନ୍‌ଥା। ମଛଲିପଟ୍ଟନମ ଠାରୁ ଏହା ୧୯୦…

ସନ୍ଧ୍ୟାରୁ ପ୍ରବଳ ବର୍ଷା ଓ ପବନ ସମ୍ଭାବନା,ରାତିରେ ହେବ ଲ୍ୟାଣ୍ଡଫଲ୍

Posted on October 28, 2025

ବାତ୍ୟା ‘ମୋନ୍‌ଥା’ ମଙ୍ଗଳବାର ରାତି ୧୦ଟା ପାଖାପାଖି ଆନ୍ଧ୍ର ଉପକୂଳ ଛୁଇଁବ । ଭୀଷଣ ବାତ୍ୟା ରୂପରେ କାକିନାଡ଼ାର ସାମାନ୍ୟ ଉତ୍ତରରେ କୋନାପାପାପେଟା ନିକଟରେ କରିବ ଲ୍ୟାଣ୍ଡଫଲ୍‌ । ସେତେବେଳେ ସେଠାରେ ପବନ ବହୁଥିବ ୯୦-୧୦୦ କିଲୋମିଟର ବେଗରେ । ଲ୍ୟାଣ୍ଡ ଫଲ୍‌ ପରେ ଦ୍ରୁତ ଗତିରେ…

କୋଇଲା ବୋଝେଇ ରେଳ ୱାଗନରେ ପାଲ ଭିଡା ଦାବି, ଠିକା ଶ୍ରମିକ କଂଗ୍ରେସର ଚେତାବନୀ

Posted on October 27, 2025

ତାଳଚେର ମହାନଦୀ କୋଇଲା ଠିକା ଶ୍ରମିକ କଂଗ୍ରେସ ପକ୍ଷରୁ ରେଳ ୱାଗନରେ ପାଲ ଭିଡା ଦାବି ନେଇ ଡେରା ଶ୍ରମିକ ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏ ନେଇ ଆସନ୍ତା ୨୯ ତାରିଖ ଦିନ ଏକ ଦାବିପତ୍ର ରେଳ…

ପାଚେରୀ ଡେଇଁ ପଳାଇଥିଲେ, ୭ ଘଣ୍ଟା ପରେ ଉଦ୍ଧାର ହେଲେ

Posted on October 27, 2025

ହଷ୍ଟେଲ ପାଚେରୀ ଡେଇଁ ପଳାଇଲେ ୮ ନାବାଳକ ।  ୭ ଘଣ୍ଟା ପରେ ହେଲେ ଉଦ୍ଧାର। ମୟୂରଭଞ୍ଜ ଜିଲ୍ଲା ଉଦଳା ଅଠଣ ଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଅଭିଯୋଗ ହୋଇଛି । ହଷ୍ଟେଲରେ ୪୦ ଜଣ ଅନ୍ତେବାସୀ ରହନ୍ତି । ସେମାନଙ୍କ ମଧ୍ୟରୁ…

ପାରିବାରିକ କଳହରୁ ମହିଳାଙ୍କ ଆତ୍ମହତ୍ୟା

Posted on October 27, 2025

କେନ୍ଦୁଝର ଜିଲ୍ଲା ଟମକା ନିକଟରେ ଏକ ମାଲବାହୀ ଟ୍ରେନ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ମହିଳାଙ୍କ ନାବାଳକ ପୁଅ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ରେଲୱେ ଥାନା ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀ ପହଞ୍ଚି ତଦନ୍ତ କରୁଛନ୍ତି । ମହିଳା ଜଣଙ୍କ ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ଆମ୍ବଡାହି ଗ୍ରାମର ଶ୍ରୀମତୀ ମୁଣ୍ଡା…

ନିଦ ହଜାଉଛନ୍ତି ୮ଟିକିଆ ହାତୀପଲ।, ବିଲରେ ପଶି କରୁଛନ୍ତି ଫସଲ ନଷ୍ଟ

Posted on October 27, 2025

ନିଦ ହଜାଉଛନ୍ତି ୮ଟିକିଆ ହାତୀପଲ। ଗତିବିଧି ଉପରେ ନଜର ରଖୁଛି ଡ୍ରୋନ। ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ବନାଞ୍ଚଳରେ ୮ଟିକିଆ ହାତୀପଲ ଘୁରି ବୁଲୁଛନ୍ତି । ଦିନ ଦ୍ବିପହରରେ ଧାନ କ୍ଷେତରେ ଡେରା ପକାଉଛନ୍ତି ହାତୀପଲ । ମୋଚିବାହାଲ -ସୋନପୁର ପୂର୍ତ୍ତ ରାସ୍ତାର ରେଙ୍ଗାଲି ନିକଟରେ…

ଧରୁଆ ଅସ୍ତ୍ରରେ ସାଙ୍ଗକୁ ହତ୍ୟା କଲା ସାଙ୍ଗ, ୩ ଅଟକ

Posted on October 27, 2025

ବନ୍ଧୁ ହେଲେ ବଇରୀ ।  ଭୋଜି କରିବା ପାଇଁ ଯାଇଥିବା ବେଳେ କୌଣସି କଥାକୁ ନେଇ ବଚସା ହେବାରୁ ଧରୁଆ ଅସ୍ତ୍ରରେ ସାଙ୍ଗକୁ ହତ୍ୟା କଲା ସାଙ୍ଗ | ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଲା ଗାଁରେ । ଗତକାଲି…

‘ଓଡ଼ିଶାର ଗୌରବ କୋରାପୁଟ କଫି’; ‘ମନ୍ କି ବାତ୍’ରେ କହିଲେ ପ୍ରଧାନମନ୍ତ୍ରୀ

Posted on October 27, 2025

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି ଛାଡ଼ି କଫି ଚାଷରେ ଅନେକ ଲୋକ ମନ ବଳାଉଛନ୍ତି। କଫି…

ଆଜି ବଡ଼ଠାକୁରଙ୍କ ହରିହର ବେଶ, ଶ୍ରୀମନ୍ଦିରରେ ଭକ୍ତମାନଙ୍କ ଭିଡ଼

Posted on October 27, 2025

ଆଜି ଶ୍ରୀଜଗନ୍ନାଥ ମନ୍ଦିରରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯିବ। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ରୂପରେ ସଜାଯିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରାଯିବ।କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ…

 ବଡ଼ଓଷା, କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ପ୍ରସ୍ତୁତି ଆରମ୍ଭ

Posted on October 27, 2025

ଆଉ ଦିନ କେଇଟା ପରେ ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ଶ୍ରୀଧବଳେଶ୍ୱର ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛି। ରବିବାରଠାରୁ ଟ୍ରଷ୍ଟ ବୋର୍ଡ ଆନୁଷ୍ଠାନିକ ଭାବେ ମନ୍ଦିର ପରିଚାଳନା ଦାୟିତ୍ୱ ନେଇଛି। ମନ୍ଦିର…

Posts pagination

Previous 1 … 128 129 130 … 168 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme