Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Category: ରାଜ୍ୟ

ହବିଷ୍ୟାଳିଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର

Posted on October 13, 2025

ଚାଲିଛି ପୁଣ୍ୟର ମାସ କାର୍ତ୍ତିକ । ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ । ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ…

ସିଭିଲ ଠିକାଦାର ସଙ୍ଘ ପକ୍ଷରୁ ୬ଦଫା ଦାବି ନେଇ ଏକ ଦାବିପତ୍ର MCL ର ଜଗନ୍ନାଥ ମହାପ୍ରବନ୍ଧକଙ୍କୁ ପ୍ରଦାନ

Posted on October 13, 2025

ତାଳଚେର ଆଞ୍ଚଳିକ ସିଭିଲ ଠିକାଦାର ସଙ୍ଘ ପକ୍ଷରୁ ୬ଦଫା ଦାବି ନେଇ ଏକ ଦାବିପତ୍ର MCL ର ଜଗନ୍ନାଥ ମହାପ୍ରବନ୍ଧକଙ୍କୁ ପ୍ରଦାନ କରାଯାଇଛି ।ଠିକାଦାର ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଶତାଧିକ ଠିକାଦାର ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏହି ଦାବିପତ୍ର…

ରାଜଧାନୀରେ ଗର୍ଜିଲା ବନ୍ଧୁକ;ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

Posted on October 13, 2025

ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି । ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ଜଣେ ଦୁର୍ବୃତ୍ତ…

ଲେଡିଜ୍ ହଷ୍ଟେଲ ରୁମ୍‌ରେ ପଶି ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

Posted on October 13, 2025

ଲେଡିଜ୍ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ। ଲେଡିଜ୍ ହଷ୍ଟେଲ ଗେଟ୍ ଡେଇଁ ପ୍ରଥମ ମହଲାରେ ଶୋଇଥିବା ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ। ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଏଭଳି ଘଟଣା ଘଟିଛି।  ସୂଚନାନୁଯାୟୀ, ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଥିବା ଏକ ଲେଡିଜ୍ ହଷ୍ଟେଲ୍ ଗେଟ୍ ଡେଇଁ ଜଣେ ଦୁର୍ବୃତ୍ତ…

ପୋଖରୀରୁ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର

Posted on October 13, 2025

  ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ମେରାମଣ୍ଡଳୀ ଗାଁ ନିକଟରୁ ଜଣେ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଶ୍ରମିକ ଜଣକ ଅଶ୍ରୁଧିନ ଅଂଶରୀ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି ।  ସୂଚନା ମୁତାବକ, ଶ୍ରମିକ…

ବୋଲେରୋକୁ ଧକ୍କା ଦେଲା ଅଜଣା ଟ୍ରକ୍, ୩ ଗୁରୁତର ୭ ଆହତ

Posted on October 13, 2025

  ଘଟଗାଁ ତାରିଣୀ ଦର୍ଶନ କରି ଫେରିବା ବେଳେ ଅଘଟଣ। ବୋଲେରୋକୁ ଧକ୍କା ଦେଲା ଅଜଣା ଟ୍ରକ୍। ସୋମବାର ଭୋର୍ ସମୟରେ ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣ ଗୁରୁତରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି।…

ମୌସୁମୀ ପ୍ରତ୍ୟାବର୍ତ୍ତନ, ୧୧ ଜିଲ୍ଲାକୁ ଆଲର୍ଟ

Posted on October 13, 2025

 ସୋମବାରଠାରୁ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ  ପ୍ରକ୍ରିୟା ଆରମ୍ଭ ହେବ । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ତେଲଙ୍ଗାନାର କିଛି  ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ  କରିଛି । ସୋମବାର ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି…

ବାଜିରାଉତଙ୍କ ୮୮ ତମ ଶ୍ରାଦ୍ଧ ବାର୍ଷିକ ପାଳନ

Posted on October 11, 2025

ସର୍ବକନିଷ୍ଠ ସହିଦ ବାଜିରାଉତଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ତରଫରୁ ୮୮ ତମ ଶ୍ରାଦ୍ଧବାର୍ଷିକ ପାଳିତ ହୋଇଯାଇଛି। ତାଙ୍କ ଜନ୍ମମାଟି ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ନିଳକଣ୍ଠପୁର ଗାଁରେ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ। ପ୍ରଥମେ ନିଳକଣ୍ଠପୁର ଗ୍ରାମ ବ୍ରାହ୍ମଣୀ…

ମେଡିକାଲରୁ ଶିଶୁ ଚୋରି ଅଭିଯୋଗ

Posted on October 11, 2025

ବାରିପଦା ମେଡିକାଲରୁ ଶିଶୁ ଚୋରି । ଛୁଆକୁ ଧରି ଛୁ ମାରିଲେ ମହିଳା । ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରୁ ଶିଶୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସାହାଯ୍ୟ କରିବା ଆଳରେ ଛୁଆକୁ ଚୋରି କରିନେଇଥିବା କହିଛନ୍ତି ନବଜାତର ମାଆ ।…

ଚିଲିକାରେ ଘୂର୍ଣ୍ଣିବାତ୍ୟା; ପର୍ଯ୍ୟଟକ ଭୟଭୀତ

Posted on October 11, 2025

ଶୁକ୍ରବାର ଅପରାହ୍ଣରେ ଚିଲିକାରେ ଏକ ବିରାଟକାୟ ଘୂର୍ଣ୍ଣିବାତ୍ୟା ଦେଖିବାକୁ ମିଳିଥିଲା। କିଛି ଦିନ ତଳେ ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପଜନିତ ବର୍ଷାରେ ଚିଲିକାରେ ପ୍ରବଳ ଲହଡ଼ି ମାରିବା ସହ ଚିଲିକା ଅଶାନ୍ତ ହୋଇପଡିଥିଲା। ଶୁକ୍ରବାର ଅପରାହ୍ଣରେ ପ୍ରବଳ ପବନ ସାଙ୍ଗକୁ ଚିଲିକା ଅଧିଷ୍ଠାତ୍ରୀ ମାଆ…

Posts pagination

Previous 1 … 130 131 132 … 152 Next

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme