କାମାକ୍ଷାନଗରରେ ମାତିଛି ମହାବଳ। ଷଣ୍ଢକୁ ମାରି ଖାଇଲା ବାଘ। କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରେ ବାଘଟି ଏକ ଗାଈକୁ ଆକ୍ରମଣ କରିଥିବା ବେଳେ ଆଜି କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କନ୍ତାରିପାଟ ଗାଁ ଜଙ୍ଗଲରେ ଏକ ଷଣ୍ଢକୁ ମାରି ଖାଇଛି। ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ…
Category: ରାଜ୍ୟ
ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର
ଜଣେ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର ହୋଇଛି । ଭଦ୍ରକ ଛପୁଳିଆ ପୋଲ ତଳ ନୟନଯୋରୀରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । କିଏ ଏବଂ କାହିଁକି ଏପରି କରିଛି, ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି । ସୂଚନା ମୁତାବକ,…
ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ
ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି ୩ ବର୍ଷ ରହିଛି…
୫୦% ଖସିପାରେ ସୁନା-ରୂପା ଦର
ସମ୍ପ୍ରତି ସୁନା ଏବଂ ରୁପା ଦର ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି । ୧୦ ଗ୍ରାମ ପିଛା ୨୪ କ୍ୟାରେଟ୍ ସୁନା ଦର ଲକ୍ଷେ ୨୪ ହଜାର ଟଙ୍କା ଛୁଇଁଛି । ରୁପା ଲକ୍ଷେ ୭୦ ହଜାର ଟଙ୍କା । ଦିନକୁ ଦିନ ନୂଆ…
ଦୁର୍ଘଟଣାରେ ଗଲା କଣ୍ଡକ୍ଟରଙ୍କ ଜୀବନ
କନ୍ଧମାଳ ଲାଞ୍ଜିଗଡରୁ କଟକ ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଖଜୁରୀପଡା ନିକଟସ୍ଥ ଗାଡିଆପଡା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବସ୍ର କଣ୍ଡକ୍ଟରଙ୍କ ମୃତ୍ୟୁ ହେବା ସହିତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମୃତକ ଢେଙ୍କାନାଳ…
ବୈତରଣୀ ନଦୀ ଟାପୁରେ ଫସିଛନ୍ତି ୩୦ ଟିକିଆ ହାତୀପଲ
କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ନିକଟ ବୈତରଣୀ ନଦୀରେ ଫସିଛନ୍ତି ହାତୀପଲ। ଶନିବାର ସକାଳେ ୩୦ ଟିକିଆ ହାତୀପଲ ନଦୀ ଭିତରେ ଥିବା ଟାପୁରେ ଫସି ରହିଛନ୍ତି। ଖବର ପାଇ ଘଟଣାସ୍ଥଳରେ ଉଭୟ କେନ୍ଦୁଝର ଓ ମୟୂରଭଞ୍ଜ ବନବିଭାଗ ପହଞ୍ଚି ହାତୀପଲକୁ ଜଗି ରହିଛନ୍ତି। ସୂଚନାନୁଯାୟୀ,…
କମିଯିବ ଭୁବନେଶ୍ୱର-ପାରାଦୀପ ଦୂରତା
କମିଯିବ ଭୁବନେଶ୍ୱର-ପାରାଦୀପ ଦୂରତା । ଆଉ କଟକ ସହର ଦେଇ ଯିବାକୁ ପଡ଼ିବନି । ଭୁବନେଶ୍ୱରର ରସୁଲଗଡ଼ରୁ ବାହାରି ଜଗତସିଂହପୁରର ରଘୁନାଥପୁର ଓ ନାନପୁର ନିକଟରେ ପାରାଦୀପ ରାସ୍ତାକୁ ସଂଯୋଗ କରିବା ଏହି ନୂଆ ରାସ୍ତା । ୪ ଲେନ୍ ବିଶିଷ୍ଟ ଏହି ଏକ୍ସପ୍ରେସ…
ଚଳିତ ବର୍ଷ ୯୩ ଲକ୍ଷ ମେଟ୍ରିକ ଟନ ଧାନ କିଣିବେ ରାଜ୍ୟ ସରକାର
ଚଳିତ ବର୍ଷ ୯୩ ଲକ୍ଷ ମେଟ୍ରିକ ଟନ ଧାନ କିଣିବେ ରାଜ୍ୟ ସରକାର । ଏହାଠାରୁ ଅଧିକ ଧାନ ମଣ୍ଡିକୁ ଧାନ ଆସିଲେ ବି ପଞ୍ଜିକୃତ ଚାଷୀଙ୍କଠାରୁ କିଣାଯିବ । ନଭେମ୍ବରରୁ ମାର୍ଚ୍ଚ ଯାଏ ଖରିଫ ଧାନ ସଂଗ୍ରହ ହେବ । ଖରିଫରେ ୭୩…
ବାଣ ବିସ୍ଫୋରଣରେ ମାଆ ପୁଅ ଗୁରୁତର
ବାଣ ବିସ୍ଫୋରଣରେ ମାଆ ପୁଅ ଗୁରୁତର । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଶାଳିକୋଠା ଗାଁରେ ଅଭାବନୀୟ ଘଟଣା ଘଟିଛି । ବାଣ ତଆରି ବେଳେ ବିସ୍ଫୋରଣ ହେବାରୁ ମାଆ ପୁଅ ଗୁରୁତର ହୋଇଛନ୍ତି । ଗତକାଲି ସଂଧ୍ୟାରେ ଶାଳିକୋଠା ଗାଁର ସୁନିତା ଦତ୍ତଙ୍କୁ…
ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ
ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ। ଘରୋଇ କଳିକୁ କେନ୍ଦ୍ର କରି ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ । ମୃତ ମହିଳା ଜଣକ ଟୁରୀ ଦେହୁରୀ ବୋଲି ଜଣାପଡ଼ିଛି । ହତ୍ୟାକାରୀ ସ୍ୱାମୀକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ । ମୟୂରଭଞ୍ଜ…
